"ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଲକ୍ଷ୍ୟ: ନୂତନ ତଥ୍ୟ ଯୋଗ କରାହେଲା
ଟିକେ →‎ସମସ୍ୟା: ନୂଆ ତଥ୍ୟ ଯୋଗ ହେଲା
୨୮ କ ଧାଡ଼ି:
* ପ୍ରଶ୍ନ ଉତ୍ତର ଏବଂ
* [[ଯାନ୍ତ୍ରିକ ଅନୁବାଦିକରଣ]] ({{lang-en|machine translation}}; ମେସିନ ଟ୍ରାନ୍ସଲେସନ)
 
=== ଯୋଜନା ===
ବୁଦ୍ଧିମାନ ପ୍ରତିନିଧୀ ନିଜେ ନିଜର ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ତାହାକୁ ପାଇବାର ସମସ୍ତ କାର୍ଯ୍ୟ ସମ୍ପାଦନ କରିଥାନ୍ତି । ସେମାନଙ୍କୁ ଭବିଷ୍ୟତ ଦେଖିବାର ଗୋଟିଏ ମାଧ୍ୟମ ଆବଶ୍ୟକ, ଯାହାଦ୍ୱାରା ସେମାନେ ଭବିଷ୍ୟତର ଗୋଟିଏ ଅବସ୍ଥା ଦେଖି ତାଙ୍କର ଗତିବିଧି କିଭଳି ଭାବେ ଏହାକୁ ପ୍ରଭାବିତ କରିବ ଏବଂ କଣ ସବୁ ନିର୍ଣ୍ଣୟ ନିଆଗଲେ ଅଧିକ ଲାଭ ମିଳିପାରିବ ସେ ସବୁ ସ୍ଥିର କରିପାରିବେ ।
 
ଯଦି ଆମେ ଗୋଟିଏ ପ୍ରକାରର ଘଟଣାକୁ ବିଚାରକୁ ନେବା ଯେପରି ଜଣେ ପ୍ରତିନିଧି ଯେତେବେଳେ ନିଜର କାମ ଆରମ୍ଭ କରେ, ଏହା ଭାବେ କି ଦୁନିଆରେ କେବଳ ତାହାର କ୍ରିୟାହିଁ ପାର୍ଶ୍ଵ ପରିସ୍ଥିତିକୁ ପ୍ରଭାବିତ କରିବ। ମାତ୍ର ଯଦି ଏଭଳି ନହୁଏ (ଯାହାକି ପ୍ରାୟ ଅଧିକାଂଶ କ୍ଷେତ୍ରରେ ହୋଇଥାଏ ) ତେବେ ଅନିଶ୍ଚିତତାକୁ ଦୃଷ୍ଟିରେ ରଖି ପ୍ରତିନିଧିଟିକୁ କାମ କରିବାକୁ ପଡ଼ିଥାଏ । ବହୁଗୁଡ଼ିଏ ପ୍ରତିନିଧି ମିଶି ମଧ୍ୟ ଗୋଟିଏ ଲକ୍ଷରେ ପହଂଚିବା ନିମିତ୍ତ କାମ କରିପାରନ୍ତି।
 
== ଲକ୍ଷ୍ୟ ==