"ବିଧିର ବିଧାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୭ କ ଧାଡ଼ି:
 
'''ବିଧିର ବିଧାନ''', ୧୯୮୯ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରାଜ କୁମାର । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମହମ୍ମଦ ମହସୀନ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
 
ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଦେବୁ ବୋଷ, ବିଜୟ ମହାନ୍ତି, ମହମ୍ମଦ ମହସୀନ, ଜୟୀରାମ ସାମଲ, ତାପସ ପାଲ୍, ଅରୁଣ ଗୋଭିଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
 
==ଅଭିନୟ==