"ମହମ୍ମଦ ଅହମଦ ଖାଁ ବନାମ ଶାହା ବାନୁ ବେଗମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ପୃଷ୍ଠାଟିକୁ ଖାଲି କରିଦେଲେ
ଟ୍ୟାଗ: Blanking
ଟିକେNo edit summary
୧ କ ଧାଡ଼ି:
 
ଭାରତର ଉଚ୍ଚତମ ନ୍ୟାୟାଳୟଙ୍କ ଦ୍ୱାରା '''ମହମ୍ମଦ ଅହମଦ ଖାଁ ବନାମ ଶାହା ବାନୋ ବେଗମ''' (1985 SCR (3) 844) ମାମଲାରେ ଦିଆଯାଇଥିବା ଫୈସଲା , ଯାହାକି '''ଶାହା ବାନୋ ମାମଲା''' ଭାବେ ମଧ୍ୟ ସାରା ଭାରତରେ ପରିଚିତ, ଭାରତୀୟ ଆଇନ ସଂଦର୍ଭରେ ଭରଣ ପୋଷଣ ମାମଲା ସମ୍ପର୍କିତ ଏକ ବିବାଦାସ୍ପଦ ମାମଲା । ଉକ୍ତ ମାମଲାରେ ଭାରତର ଉଚ୍ଚତମ ନ୍ୟାୟାଳୟ ଜଣେ ତଲାକ ଦିଆଯାଇଥିବା (ଛାଡପତ୍ର) ପୀଡିତା ମୁସଲିମ ମହିଳା ସ୍ୱାମୀଠାରୁ ଭରଣପୋଷଣ ପାଇବା ସପକ୍ଷରେ ରାୟ ଦେଇଥିଲେ । ଏହି ରାୟ ବସ୍ତୁତଃ ଭାରତୀୟଙ୍କ ଦ୍ୱାରା ଆଦୃତ ହେଲେ ବି ଭାରତରେ ରହୁଥିବା ଋଢୀବାଦୀ ମୁସଲିମ ସଂଗଠନ ଏହାର ଘୋର ବିରୋଧ କଲେ । ଭାରତର ତତ୍କାଳୀନ ଜାତୀୟ କଂଗ୍ରେସ ସରକାର ଏହି ଅଳ୍ପସଂଖ୍ୟକ ମୁସଲିମଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଉଚ୍ଚତମ ନ୍ୟାୟାଲୟଙ୍କ ରାୟକୁ ଅକାମୀ କରିଦେବାଭଳି ଆଉ ଏକ ମୁସଲିମ ବ୍ୟକ୍ତିଗତ ଅଧିନିୟମ କାର୍ଯ୍ୟକାରୀ କରାଇ ଭୀଷଣ ସମାଲୋଚନାର ଶିକାର ହୋଇଥିଲେ ।<ref name="hindu2003">{{cite web|url=http://www.hindu.com/2003/08/10/stories/2003081000221500.htm |title=The Shah Bano legacy |publisher=The Hindu |date=2003-08-10 |accessdate=2018-07-25}}</ref>
 
== ଆଧାର ==
 
{{Reflist}}
[[ଶ୍ରେଣୀ: ଭାରତୀୟ ଆଇନ]]