"ମହମ୍ମଦ ଅହମଦ ଖାଁ ବନାମ ଶାହା ବାନୁ ବେଗମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ add pretty url
୧ କ ଧାଡ଼ି:
{{ଛୋଟ|Mohd. Ahmed Khan v. Shah Bano Begum}}
 
ଭାରତର ଉଚ୍ଚତମ ନ୍ୟାୟାଳୟଙ୍କ ଦ୍ୱାରା '''ମହମ୍ମଦ ଅହମଦ ଖାଁ ବନାମ ଶାହା ବାନୁ ବେଗମ ଓ ଅନ୍ୟାନ୍ୟ''' (1985 SCR (3) 844) ମାମଲାରେ ଦିଆଯାଇଥିବା ଫୈସଲା , ଯାହାକି '''ଶାହା ବାନୁ ମାମଲା''' ଭାବେ ମଧ୍ୟ ସାରା ଭାରତରେ ପରିଚିତ, ଭାରତୀୟ ଆଇନ ସଂଦର୍ଭରେ ଭରଣ ପୋଷଣ ମାମଲା ସମ୍ପର୍କିତ ଏକ ବିବାଦାସ୍ପଦ ମାମଲା । ଉକ୍ତ ମାମଲାରେ ଭାରତର ଉଚ୍ଚତମ ନ୍ୟାୟାଳୟ ଜଣେ ତଲାକ ଦିଆଯାଇଥିବା (ଛାଡପତ୍ର) ପୀଡିତା ମୁସଲିମ ମହିଳା ନିଜ ପୂର୍ବତନ ସ୍ୱାମୀଠାରୁ ଭରଣପୋଷଣ ପାଇବା ସପକ୍ଷରେ ରାୟ ଦେଇଥିଲେ । ଏହି ରାୟ ବସ୍ତୁତଃ ଭାରତୀୟଙ୍କ ଦ୍ୱାରା ଆଦୃତ ହେଲେ ବି ଭାରତରେ ରହୁଥିବା ଋଢୀବାଦୀ ମୁସଲିମ ସଂଗଠନ ଏହାର ଘୋର ବିରୋଧ କରିଥିଲେ । ଭାରତର ତତ୍କାଳୀନ [[ଭାରତୀୟ ଜାତୀୟ କଂଗ୍ରେସ|କଂଗ୍ରେସ]] ସରକାର ଏହି ଅଳ୍ପସଂଖ୍ୟକ ମୁସଲିମଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଉଚ୍ଚତମ ନ୍ୟାୟାଳୟଙ୍କ ରାୟକୁ ଅକାମୀ କରିଦେବାଭଳି ଆଉ ଏକ ମୁସଲିମ ବ୍ୟକ୍ତିଗତ ଅଧିନିୟମ "The Muslim Women (Protection of Rights on Divorce) Act 1986" କାର୍ଯ୍ୟକାରୀ କରାଇ ଭୀଷଣ ସମାଲୋଚନାର ଶିକାର ହୋଇଥିଲେ ।<ref name="hindu2003">{{cite web|url=http://www.hindu.com/2003/08/10/stories/2003081000221500.htm |title=The Shah Bano legacy |publisher=The Hindu |date=2003-08-10 |accessdate=2018-07-25}}</ref>
== ପୃଷ୍ଠଭୂମି ==