"ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଓଡ଼ିଶାର ଏକ ମନ୍ଦିର
Content deleted Content added
"{{ତିଆରି ଚାଲିଛି}} {{Infobox Mandir | name = ସ୍ୱର୍ଣ୍ଣଜଳେଶ୍ୱ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୧୬:୧୧, ୨୯ ଜୁଲାଇ ୨୦୧୮ ଅନୁସାରେ କରାଯାଇଥିବା ବଦଳ

ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର ଭୁବନେଶ୍ୱରରେ ଥିବା ଏକ ହିନ୍ଦୁମନ୍ଦିର ଅଟେ । ଏହା ସପ୍ତମ ଶତାବ୍ଦୀରେ ନିର୍ମିତ ଏକ ଭଗ୍ନପ୍ରାୟ ମନ୍ଦିର ।

ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
ଦେବାଦେବୀଭଗବାନ ଶିବ
Location
ସ୍ଥାନଭୁବନେଶ୍ୱର
Stateଓଡିଶା
Countryଭାରତ
Architecture
Typeକଳିଙ୍ଗ ସ୍ଥାପତ୍ୟକଳା
Completedସପ୍ତମ ଶତାବ୍ଦୀ
Temple(s)

ସ୍ଥାପତ୍ୟ

ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର କଳିଙ୍ଗ ସ୍ଥାପତ୍ୟକଳାର ପ୍ରାଥମିକସ୍ଥରର ଏକ ନିଦର୍ଶନ । ଏହି ମନ୍ଦିରଟି ଓଡିଶାର ସର୍ବପୁରାତନ ହିନ୍ଦୁ ମନ୍ଦିରମାନଙ୍କ ମଧ୍ୟରୁ ଅନ୍ୟତମ । ମନ୍ଦିରଟି ଅନ୍ୟଏକ ପୁରାତନ ମନ୍ଦିର ପର୍ଶୁରାମେଶ୍ୱର ମନ୍ଦିରର ପ୍ରତିରୂପ ବୋଲି ଗ୍ରହଣ କରାଯାଏ । ଏହି ମନ୍ଦିରର ଉତ୍ତରପାର୍ଶ୍ୱରେ ଶିବବିବାହର ଦୃଶ୍ୟ ଖୋଦିତ ହୋଇଛି, ଯାହାକି ପର୍ଶୁରାମେଶ୍ୱର ମନ୍ଦିରରେ ମଧ୍ୟ ଦେଖାଯାଏ । ମନ୍ଦିର ଭିତ୍ତିରେ ଥିବା ବିମାନ (ରେଖା ଦେଉଳ) ଚତୁଃପାର୍ଶ୍ୱରେ ଏକ ସରୁ ଲମ୍ବରେ ପ୍ୟାନେଲରେ ମହାଭାରତ ଏବଂ ରାମାୟଣର ବିଭିନ୍ନ ଦୃଶ୍ୟ ଖୋଦିତ ହୋଇଛି ।[୧]

ଆଧାର