"ପଞ୍ଚାନନ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୭ କ ଧାଡ଼ି:
}}
 
'''ପଞ୍ଚାନନ ନାୟକ''' ଜଣେ ଓଡ଼ିଆ ଗୀତିକାର । ସେ ଓଡ଼ିଆ କଥାଚିତ୍ର, ଆଧୁନିକ ଆଲବମ୍ ଆଦିରେ ଅନେକ ଗୀତ ରଚନା କରିଛନ୍ତି । ପଞ୍ଚାନନ ୨୦୦୫ ମସିହାରେ [[ଓଡ଼ିଆ କଥାଚିତ୍ର ଜଗତ]]ରେ ଗୀତ ରଚନା କରିବା ଆରମ୍ଭ କରିଥିଲେ । ଏହାପୂର୍ବରୁ ସେ ଓଡ଼ିଆ ଆଲବମ ଜଗତରେ ଗୀତ ଲେଖି ଜଣେ ଗୀତିକାର ଭାବରେ ପ୍ରବେଶ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର [[ତତେ ମୋ ରାଣ]]ରେ ଗୀତ ରଚନା କରି ଓଡ଼ିଆ କଥାଚିତ୍ର ଜଗତରେ କାମ ଆରମ୍ଭ କରିଥିଲେ
 
==ଆଧାର==