"ପଞ୍ଚାନନ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୦ କ ଧାଡ଼ି:
 
==ଗୀତ ରଚନା==
ପଞ୍ଚାନନ ନାୟକ ୨୦୦୫ ମସିହାରେ ଓଡ଼ିଆ କଥାଚିତ୍ର [[ତତେ ମୋ ରାଣ]]ରେ ଗୀତ ରଚନା କରି ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପୂର୍ବରୁ ସେ ଓଡ଼ିଆ ଆଧୁନିକ ଆଲବମ୍ ଗୀତରେ ଗୀତ ରଚନା କରିଥିଲେ ।
 
ପରର୍ବତ୍ତୀ ସମୟରେ ସେ ଟୋପାଏ ସିନ୍ଦୂର ଦି ଟୋପା ଲୁହ, ମୁନ୍ନା: ଏ ଲୋଭ୍ ଷ୍ଟୋରୀ, ବନ୍ଦେ ଉତ୍କଳ ଜନନୀ, ପ‌ହିଲି ରଜ, ଆସିବୁ କେବେ ତୁ ସାଜି ମୋ ରାଣୀ, ଚୋରି ଚୋରି ମନ ଚୋରି, ଏମିତି ବି ପ୍ରେମ ହୁଏ, ରାଜୁ ଆୱାରା, ସପନର ନାୟିକା ଆଦି କଥାଚିତ୍ରରେ ଗୀତ ରଚନା କରିଥିଲେ ।
 
==ଆଧାର==