"ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Soumendrak ପୃଷ୍ଠାଟିକୁ ଆର୍ଟିଫିସିଆଲ ଇନ୍ଟେଲିଜେନ୍ସରୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସକୁ ଘୁଞ୍ଚାଇଲେ: ବନାନ ଶୁଦ୍ଧି
ଟିକେ Regular Character Changes
୩୫ କ ଧାଡ଼ି:
 
=== ଶିକ୍ଷ୍ୟା ===
[[ମେସିନ ଲର୍ଣିଂ]] ବା ଯନ୍ତ୍ର ଶିକ୍ଷ୍ୟା ହେଉଛି କୁତ୍ରିମ ବୁଦ୍ଧିମତ୍ତାର ଏକ ମୁଖ୍ୟ ସ୍ତମ୍ଭ। କମ୍ପ୍ୟୁଟରର ଆଲଗୋରିଦମ କିମ୍ବା ପ୍ରଣାଳୀ ଦ୍ୱାରାପ୍ରଣାଳୀଦ୍ୱାରା ଅଭିଜ୍ଞତାରୁ ଆପେ ଆପେ ଶିଖିବା ହେଉଛି ଏହାର ମୁଖ୍ୟ କାମ। ଯନ୍ତ୍ର ଶିକ୍ଷ୍ୟାକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇଛି।
 
# ସୁପରଭାଇଜ଼ଡ଼ ଲର୍ଣିଂ ବା ପର୍ଯ୍ୟାବେକ୍ଷିତ ଶିକ୍ଷ୍ୟା
୪୨ କ ଧାଡ଼ି:
 
== ଲକ୍ଷ୍ୟ ==
ଏଆଇ ରଏଆଇର ସେଭଳି କିଛି ନିର୍ଦ୍ଧିଷ୍ଟ ଲକ୍ଷ୍ୟ ନିର୍ଦ୍ଧାରଣ କରାଯାଇନାହିଁ । ମାତ୍ର ଆମେ ମୂଳ ଭାବେ ଏହାକୁ ନିମ୍ନଲିଖିତ ବିଷୟରେ ବିଭାଜିତ କରିପାରିବା ।
 
=== ମାନବର ମସ୍ତିଷ୍କ ଅନୁକରଣ କରିବା ===
ଆମ ଜ୍ଞାତରେ ଯେତେବି ପ୍ରାଣୀ ଅଛନ୍ତି, ମନୁଷ୍ୟର ଚିନ୍ତନ ଶକ୍ତି ସବୁଠାରୁ ବିକଶିତ ଅଟେ । କୁତ୍ରିମ ବୁଦ୍ଧିମତ୍ତା ଦ୍ୱାରାବୁଦ୍ଧିମତ୍ତାଦ୍ୱାରା ଯନ୍ତ୍ରଗୁଡ଼ିକ କିପରି ମନୁଷ୍ୟ ଭଳି କିମ୍ବା ମନୁଷ୍ୟଠୁ ମଧ୍ୟ ଭଲ ଭାବରେ ଚିନ୍ତା କରି ନିର୍ଣ୍ଣୟ ନେଇପାରିବେ ଏହା ହେଉଛି ଏକ ଲକ୍ଷ୍ୟ ।
 
ଏହି କ୍ଷେତ୍ରରେ ବର୍ତ୍ତମାନ ସବୁଠାରୁ ଉପରେ [[ଗୁଗଲ]]<nowiki/>ର ଡିପ୍ ମାଇଣ୍ଡ ଅଛି। ସେମାନେ ଗୁଗଲ ଡ୍ୟୁପ୍ଲେକ୍ସ<ref>https://ai.googleblog.com/2018/05/duplex-ai-system-for-natural-conversation.html</ref> ନାମକ ଏକ ଯୋଜନା ଦ୍ୱାରାଯୋଜନାଦ୍ୱାରା କୁତ୍ରିମ ବୁଦ୍ଧିମତ୍ତା ଉପଯୋଗ କରି, ଯନ୍ତ୍ରଦ୍ୱାରା ଭୋଜନାଳୟର ଜାଗା ସଂରକ୍ଷଣ କରିବାଠୁ ଆରମ୍ଭ କରି ବାଳ କାଟିବା ସମୟ ମଧ୍ୟ ଆଗୁଆ ସଂରକ୍ଷଣ କରାଯାଇପାରିହେଲାଣି।
 
== ଉପକରଣ ==