"ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
Regular Character Changes
ଟିକେ (Regular Character Changes)
| foot_montage = [[ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର]] ଏବଂ ମନ୍ଦିର ପରିସରରେ ଥିବା ବୃଷଭ ମୂର୍ତ୍ତି
}}
| map_type = ଭାରତ ଓଡିଶାଓଡ଼ିଶା
| map_caption = ଓଡିଶାଓଡ଼ିଶା
| coordinates =
| country = [[ଭାରତ]]
| state = [[ଓଡିଶାଓଡ଼ିଶା|ଓଡିଶାଓଡ଼ିଶା]]
| district =
| location = [[ଭୁବନେଶ୍ୱର]]
'''ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର''' ଭୁବନେଶ୍ୱରରେ ଥିବା ଏକ ହିନ୍ଦୁମନ୍ଦିର ଅଟେ । ଏହା ସପ୍ତମ ଶତାବ୍ଦୀରେ ନିର୍ମିତ ଏକ ଭଗ୍ନପ୍ରାୟ ମନ୍ଦିର ।
== ସ୍ଥାପତ୍ୟ ==
ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର କଳିଙ୍ଗ ସ୍ଥାପତ୍ୟକଳାର ପ୍ରାଥମିକସ୍ଥରର ଏକ ନିଦର୍ଶନ । ଏହି ମନ୍ଦିରଟି ଓଡିଶାରଓଡ଼ିଶାର ସର୍ବପୁରାତନ ହିନ୍ଦୁ ମନ୍ଦିରମାନଙ୍କ ମଧ୍ୟରୁ ଅନ୍ୟତମ । ମନ୍ଦିରଟି ଅନ୍ୟଏକ ପୁରାତନ ମନ୍ଦିର ପର୍ଶୁରାମେଶ୍ୱର ମନ୍ଦିରର ପ୍ରତିରୂପ ବୋଲି ଗ୍ରହଣ କରାଯାଏ । ଏହି ମନ୍ଦିରର ଉତ୍ତରପାର୍ଶ୍ୱରେ ଶିବବିବାହର ଦୃଶ୍ୟ ଖୋଦିତ ହୋଇଛି, ଯାହାକି ପର୍ଶୁରାମେଶ୍ୱର ମନ୍ଦିରରେ ମଧ୍ୟ ଦେଖାଯାଏ । ମନ୍ଦିର ଭିତ୍ତିରେ ଏକ ସରୁ ଲମ୍ବର ପ୍ୟାନେଲରେ ମହାଭାରତ ଏବଂ ରାମାୟଣର ବିଭିନ୍ନ ଦୃଶ୍ୟ ଖୋଦିତ ହୋଇଛି ।<ref>http://www.holidayiq.com/Swarnajaleswar-Temple-Bhubaneswar-Sightseeing-308-9174.html</ref>
== ଚିତ୍ରାବଳୀ ==
<gallery>
୩୭,୫୭୯

ଗୋଟି ସମ୍ପାଦନା