"ମା ମତେ ଶକ୍ତି ଦେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୨୭ କ ଧାଡ଼ି:
}}
 
'''ମା ମତେ ଶକ୍ତି ଦେ''', ୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।<ref>{{cite news |title=ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ |accessdate=9 August 2018 |work=ସିନେ ସମ୍ବାଦ |date=2 August 1997}}</ref> ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଲଳିତ ନନ୍ଦ । ନିଜାମ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସମସନ୍ ଲିମା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
 
ବିଜୟ ମହାନ୍ତି, ତନ୍ଦ୍ରା ରାୟ, ବୈଶାଳୀ ପରିଡ଼ା, ହର ପଟ୍ଟନାୟକ, ଦେବୁ ବୋଷ, ଜୟୀରାମ ସାମଲ, ସୁରେଶ ବଳ, ଇଶା ବେବର୍ତ୍ତ, ଗୀତା ଦତ୍ତ, ତୁଷାର ପାଣିଗ୍ରାହୀ, ନିହାର ସାମଲ, ବ୍ରଜ ସିଂହ, କାନ୍ତ ସିଂହ, ଦୁଃଖିରାମ ସ୍ୱାଇଁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।