"କୁନା ତ୍ରିପାଠୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୧୮ କ ଧାଡ଼ି:
}}
 
'''କୁନା ତ୍ରିପାଠୀ''' (ଜନ୍ମନାମ: ସତ୍ୟବ୍ରତ ତ୍ରିପାଠୀ), ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା ।<ref>{{cite news |title=ଚାଲିଗଲେ ବାପା |url=http://samajaepaper.in/epaperimages/24082018/24082018-md-ct-22/24820183351563.jpg |accessdate=27 August 2018 |work=ସମାଜ |date=24 August 2018}}</ref> ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର<ref>{{cite news|title=ନେତା ନୁହେଁ ଅଭିନେତାଙ୍କ କଥା ଶୁଣିବାକୁ ଲୋକଙ୍କ ଇଛା : କୁନା ତ୍ରିପାଠୀ|url=http://kanaknews.com/kuna-tripathy-reaction-on-star-campaigning/|accessdate=17 January 2018|newspaper=କନକ ନ୍ୟୁଜ୍}}</ref> ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରୁଛନ୍ତି । ଏତଦ ବ୍ୟତୀତ ସେ ହାସ୍ୟାତ୍ମକ କବିତା, ଓଡ଼ିଆ ସାହିତ୍ୟ କବିତା, ଗପ ଆଦି ରଚନା ମଧ୍ୟ କରନ୍ତି ।<ref name="ଉପନ୍ୟାସ ଲେଖୁଛନ୍ତି କୁନା ତ୍ରିପାଠୀ">{{cite news|title=ଉପନ୍ୟାସ ଲେଖୁଛନ୍ତି କୁନା ତ୍ରିପାଠୀ|url=http://odishareporter.in/entertainment/kuna-tripathy-is-writing-a-novel/|accessdate=17 January 2018|newspaper=Odisha Reporter|date=3 January 2018}}</ref> ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସ‌ହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି । କୁନା ତ୍ରିପାଠୀ ଓ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍‌ରେ ଉପସ୍ଥାପକ ଭାବରେ ୨୦୦୭ରୁ କାର୍ଯ୍ୟ କରିଆସୁଛନ୍ତି ।<ref>{{cite news|title=‘ନ୍ୟୁଜ୍‌ ଫ୍ୟୁଜ୍‌’ ଫେମ୍ କୁନା ତ୍ରିପାଠୀ କେଉଁଥିରେ ପୂରା ଫେଲ୍ ଜାଣନ୍ତି?|url=http://odishareporter.in/entertainment/do-you-know-this-thing-about-kuna-tripathy/|accessdate=17 January 2018|newspaper=Odisha Reporter|date=25 December 2017}}</ref> ୨୦୧୮ ମସିହା ମଇ ମାସରେ କୁନା "ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ"ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଥିଲେ ।<ref>{{cite news|title=କୁନା ତ୍ରିପାଠୀ ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ ନିଯୁକ୍ତ|url=http://sambad.in/state/kuna-tripathy-appointed-as-film-development-corporation-chief-137062/|accessdate=11 May 2018}}</ref>