"ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ )
ଟିକେ ୨୦୧୪ ନିର୍ବାଚନ ସମ୍ପର୍କରେ ଉଲ୍ଲେଖ କଲି।
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨ କ ଧାଡ଼ି:
! colspan="2" bgcolor="#DEFFAD" | ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
|-
| ଭୋଟର ସଂଖ୍ୟା (୨୦୦୯୨୦୧୪): || ,୯୩୦୯,୨୦୪୪୫୩
|-
| ଜିଲ୍ଲା: || [[ଯାଜପୁର ଜିଲ୍ଲା|ଯାଜପୁର]]
୧୮ କ ଧାଡ଼ି:
 
ଯାଜପୁର (କ୍ରମିକ ସଂଖ୍ୟା: ୫୨) [[ଯାଜପୁର ଜିଲ୍ଲା]] ଅନ୍ତର୍ଗତ ଏକ [[ଓଡ଼ିଶା ବିଧାନ ସଭା|ବିଧାନ ସଭା]] [[ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ନିର୍ବାଚନ ମଣ୍ଡଳୀ]] ।
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: [[ଯାଜପୁର|ଯାଜପୁର (ପୌ)]], ଯାଜପୁର ବ୍ଳକର କିଛି ଅଂଶ ଓ ଦଶରଥପୁର ବ୍ଳକର କିଛି ଅଂଶ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୧୪ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ସନ୍ତୋଷ କୁମାର ନନ୍ଦଙ୍କ ଠାରୁ ୮୪୬୧୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।<ref name=":0">https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>
 
ଗତ ୨୦୦୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ, [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ଦେବବ୍ରତ କଣ୍ଠଙ୍କଠାରୁ ୩୦,୨୪୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List |work=leadtech.in |quote=8971 |accessdate=21 April 2013}}</ref>
Line ୮୨ ⟶ ୮୪:
 
==ନିର୍ବାଚିତ ବିଧାୟକଗଣ==
୧୯୫୧ରୁ ୨୦୦୯୨୦୧୪ ମଧ୍ୟରେ ମୋଟ ୧୪ଥର୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକ ମାନେ ହେଲେ: <ref>http://orissa.gov.in/e-magazine/orissaannualreference/ORA-2011/pdf/453-501.pdf</ref><ref name=":0" />
 
* ୨୦୧୪: ପ୍ରଣବ ପ୍ରକାଶ ଦାସ (ବିଜଦ)
*୨୦୦୯: ପ୍ରଣବ ପ୍ରକାଶ ଦାସ (ବିଜଦ)
*୨୦୦୪: ପରମେଶ୍ଵର ସେଠୀ (ବିଜଦ)