"ପଦ୍ମପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେNo edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨ କ ଧାଡ଼ି:
! bgcolor="#DEFFAD" | ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
|-
| ଭୋଟର ସଂଖ୍ୟା (୨୦୧୪): ୨୨୪୩୧୨୨,୨୪,୩୧୨
|-
| ଜିଲ୍ଲା: [[ବରଗଡ଼ ଜିଲ୍ଲା]]
୧୮ କ ଧାଡ଼ି:
 
ପଦ୍ମପୁର (କ୍ରମିକ ସଂଖ୍ୟା: ୧) [[ବରଗଡ଼ ଜିଲ୍ଲା]] ଅନ୍ତର୍ଗତ [[ଓଡ଼ିଶା ବିଧାନ ସଭା|ବିଧାନ ସଭା]] [[ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ନିର୍ବାଚନ ମଣ୍ଡଳୀ]] ।
୧୯୫୨ରୁ ୨୦୧୪ ମଧ୍ୟରେ ଗୋଟିଏ ଉପ ନିର୍ବାଚନକୁ ମିଶାଇ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଗତ ୨୦୧୪ ନିର୍ବାଚନରେ [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ପ୍ରଦୀପ ପୁରୋହିତ [[ବିଜୁ ଜନତା ଦଳ]] ପ୍ରାର୍ଥୀ ବିଜୟ ରଞ୍ଜନ ସିଂ ବରିହାଙ୍କୁ ୪୫୧୩ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି ।<ref>https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>

ଗତ ୨୦୦୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ବିଜୟ ରଞ୍ଜନ ସିଂ ବରିହା ତାଙ୍କର ନିକଟତମ [[ଭାରତୀୟ ଜାତୀୟ କଂଗ୍ରେସ|କଂଗ୍ରେସ]] ପ୍ରାର୍ଥୀ ସତ୍ୟ ଭୂଷଣ ସାହୁଙ୍କୁ ୧୮ହଜାରରୁ ଉର୍ଦ୍ଧ୍ଵ ଭୋଟରେ ପରାସ୍ତ କରିଥିଲେ ।
 
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: [[ପଦ୍ମପୁର]], ଝାଡ଼ବନ୍ଧ ବ୍ଳକ, ପାଇକମାଳ ବ୍ଳକ ଓ ରାଜବୋଡାସମ୍ବର ବ୍ଳକ