"ପାଟକୁରା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ୨୦୧୪ ନିର୍ବାଚନ ସମ୍ପର୍କରେ ଉଲ୍ଲେଖ କଲି।
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେNo edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୦ କ ଧାଡ଼ି:
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଡେରାବିଶ ବ୍ଳକ, ଗରଦପୁର ବ୍ଳକ ଓ ମାର୍ଶାଘାଇ ବ୍ଳକର କିଛି ଅଞ୍ଚଳ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୧୪ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରୱାଲ [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତିଙ୍କ ଠାରୁ ୪୭୭୧୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।<ref name=":0">https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>
 
ଗତ ୨୦୦୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରୱାଲ୍ଲା, [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୪୪,୯୯୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin|work=leadtech.in |quote= 44990|accessdate=21 April 2013}}</ref>