"ମହାକାଳପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ଲୋକସଭା +ଲୋକ ସଭା)
ଟିକେ ୨୦୧୪ ନିର୍ବାଚନ ସମ୍ପର୍କରେ ଉଲ୍ଲେଖ କଲି।
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨ କ ଧାଡ଼ି:
! colspan="2" bgcolor="#DEFFAD" | ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ
|-
| ଭୋଟର ସଂଖ୍ୟା (୨୦୦୯୨୦୧୪): || ,୯୮୧୮,୩୯୦୩୫୪
|-
| ଜିଲ୍ଲା: || [[କେନ୍ଦ୍ରାପଡ଼ା ଜିଲ୍ଲା|କେନ୍ଦ୍ରାପଡ଼ା]]
୧୮ କ ଧାଡ଼ି:
 
ମହାକାଳପଡ଼ା (କ୍ରମିକ ସଂଖ୍ୟା: ୧୦୦) [[କେନ୍ଦ୍ରାପଡ଼ା ଜିଲ୍ଲା]] ଅନ୍ତର୍ଗତ ଏକ [[ଓଡ଼ିଶା ବିଧାନ ସଭା|ବିଧାନ ସଭା]] [[ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ନିର୍ବାଚନ ମଣ୍ଡଳୀ]] ।<ref>{{cite web |url= http://www.empoweringindia.org/new/constituency.aspx?eid=283&cid=100 |title=Mahakalapada Assembly Election 2009, Orissa |work=empoweringindia.org |quote=Constituency: Mahakalapada (100) District : Kendrapara |accessdate=17 June 2013}}</ref>
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମହାକାଳପଡ଼ା ବ୍ଳକ ଓ ମାର୍ଶାଘାଇ ବ୍ଳକର କିଛି ଅଞ୍ଚଳ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୧୪ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ଠାରୁ ୨୩୨୪୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।<ref name=":0">https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>
 
ଗତ ୨୦୦୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ, [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ବଳରାମ ପରିଡ଼ାଙ୍କଠାରୁ ୧୯,୫୯୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin|work=leadtech.in |quote= 19595|accessdate=21 April 2013}}</ref>
Line ୧୧୦ ⟶ ୧୧୨:
 
==ନିର୍ବାଚିତ ବିଧାୟକଗଣ==
ନବଗଠିତ ଏହି ନିର୍ବାଚନ ମଣ୍ଡଳୀରେ ୨୦୦୯ରେ ପ୍ରଥମ ନିର୍ବାଚନ ଅନୁଷ୍ଠିତ ହୋଇଛିହୋଇଥିଲା
 
* ୨୦୧୪: ଅତନୁ ସବ୍ୟସାଚୀ ନାୟକ (ବିଜଦ)<ref name=":0" />
 
*୨୦୦୯: (୧୦୦): ଅତନୁ ସବ୍ୟସାଚୀ ନାୟକ (ବିଜଦ)