"ସପ୍ତପୁରୀ ଅମାବାସ୍ୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୮ କ ଧାଡ଼ି:
|date2016 = ୧ ସେପ୍ଟେମ୍ବର (ଗୁରୁବାର)
|date2017 = ୨୦ ସେପ୍ଟେମ୍ବର (ବୁଧବାର)
|date2018 = ୯ ସେପ୍ଟେମ୍ବର (ଶନିବାର)
|date2018 =
|celebrations =
|observances = [[ପୂଜା (ଉପାସନା)|ପୂଜା]]
୩୧ କ ଧାଡ଼ି:
 
ହିନ୍ଦୁଧର୍ମର ପରମ୍ପରାରେ ଅନେକ ପ୍ରକାର ପୂଜାକାର୍ଯ୍ୟରେ [[କୁଶ]] (ଏକ ବିଶେଷ ପ୍ରକାରର ଘାସ, ଯାହାର ଉପଯୋଗ କେବଳ ଧାର୍ମିକ କାର୍ଯ୍ୟରେ କରାଯାଇଥାଏ) କରାଯାଇଥାଏ । ପ୍ରତ୍ୟେକ ଗୃହସ୍ଥ ଏହି ଅମାବାସ୍ୟା ଦିନ କୁଶଗୁଡ଼ିକୁ ସଂଗ୍ରହ କରିଥାନ୍ତି । ସୂର୍ଯ୍ୟ ଉଦୟ ସମୟରେ ଉତ୍ତର କିମ୍ବା ପୂର୍ବାଭିମୁଖି ହୋଇ କୁଶ ହାତରୁ ବାହାର କରାଯାଇଥାଏ । ବର୍ଷତମାମ କରାଯାଇଥିବା ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ଉପଯୋଗ ହୋଇଥିବା ଶାସ୍ତ୍ରରେ ଦଶ ପ୍ରକାରର କୁଶ ବିଷୟରେ ବର୍ଣ୍ଣନା କରାଯାଇଛି । “ କୁଶାଃ କାଶ ଯବା ଦୁର୍ବା ଉଶୀରଚ୍ଛ ସକୁନ୍ଦକାଃ । ଗୋଧୂମା ବ୍ରାହ୍ମୟୋ ମୌନ୍‌ଜା ଦଶ ଦର୍ଭାଃ ସବଲ୍ବଜାଃ” ଅମାବାସ୍ୟା ତିଥିର ସ୍ଵାମୀ ବା ଉପାସିତା ଦେବତା ହେଉଛନ୍ତି ପିତୃଦେବ । ସେଥିପାଇଁ ପିତୃଦେବଙ୍କ ତୃପ୍ତି ନିମନ୍ତେ ଏହି ଦିନ ତର୍ପଣ, ଦାନପୂଣ୍ୟ ଆଦି କରାଯାଏ । ଅମାବାସ୍ୟା ଦିନ ସୋମବାର, ମଙ୍ଗଳବାର ଏବଂ ଗୁରୁବାର ହୋଇଥିଲେ ତଥା ଅନୁରାଧା, ବିଶାଖା ଏବଂ ସ୍ଵାତୀ ନକ୍ଷତ୍ର ଯୋଗ ସୃଷ୍ଟି ହୋଇଥିଲେ, ଏହାକୁ ଅତ୍ୟନ୍ତ ପବିତ୍ର ତିଥି ଭାବେ ଗ୍ରହଣ କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି କୁଶାଗ୍ରହଣୀ ଅମାବାସ୍ୟା ଦିନ ତୀର୍ଥ, ସ୍ନାନ, ଜପ, ତପ ଏବଂ ବ୍ରତ କରିବାଦ୍ଵାରା ପାପ ଦୂର ହୋଇ ପୂଣ୍ୟ ବଳରେ ଋଣ ଆଦି ପୀଡ଼ାରୁ ମୁକ୍ତି ପ୍ରାପ୍ତ ହୁଏ । ସଂଯମ, ସାଧନା ଏବଂ ତପ ନିମନ୍ତେ ଏହା ଶ୍ରେଷ୍ଠ ଦିନ ବୋଲି ବିଶ୍ଵାସ କରାଯାଏ । ଏହି ବ୍ରତ ବର୍ଷକୁ ଥରେ ଏହିଦିନ କରାଯାଇଥାଏ । ଯଦ୍ଵାରା ମାନସିକ ଶାନ୍ତି ପ୍ରାପ୍ତ ହୁଏ । <ref>ପୃଷ୍ଠା-୨ଦିନଲିପି,୧୨.୯.୧୫</ref>
 
==ଆଧାର==
{{ଆଧାର}}