"ଡାଇହାଇଡ୍ରୋଆର୍ଟେମିସିନିନ/ପିପେରାକୁଇନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଡାଇହାଇଡ୍ରୋଆର୍ଟେମିସିନିନ/ପିପେରାକୁଇନ ବିଷୟ ଲେଖାଗଲା
(କିଛି ବଦଳିନାହିଁ)

୦୯:୩୮, ୨୨ ସେପ୍ଟେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ

ଲେଖା ଚାଲିଛି...

ଡାଇହାଇଡ୍ରୋଆର୍ଟେମିସିନିନ/ପିପେରାକୁଇନ
Combination of
DihydroartemisininAntimalarial
piperaquineAntimalarial
Clinical data
Trade namesDuoCotecxin, Artekin, Eurartesim, others
SynonymsDihydroartemisinin/piperaquine phosphate
Routes of
administration
By mouth

ଡାଇହାଇଡ୍ରୋଆର୍ଟେମିସିନିନ/ପିପେରାକୁଇନ ବା ଡିଏଚଏ/ପିପିକ୍ୟୁ (ଇଂରାଜୀ ଭାଷାରେ Dihydroartemisinin/piperaquine/ DHA/PPQ) ଏକ ସ୍ଥିରୀକୃତ ମାତ୍ରାର ଔଷଧ ମିଶ୍ରଣ (fixed dose combination) ଯାହା ଯାହା ମ୍ୟାଲେରିଆ ରୋଗର ଚିକିତ୍ସାରେ ଦିଆଯାଏ । [୧] ଏହି ଔଷଧରେ ଡାଇହାଇଡ୍ରୋଆର୍ଟେମିସିନିନ (dihydroartemisinin) ଓ ପିପେରାକୁଇନ (piperaquine) ଔଷଧଦ୍ୱୟ ଥାଏ ।[୧] ନିର୍ଦ୍ଦିଷ୍ଟ ଭାବରେ ପି ଫାଲସିପାରମ (P. falciparum) ଓ ପି ଭାଇଭାକ୍ସ (P. vivax) ଧରଣର ମ୍ୟାଲେରିଆ ନିମନ୍ତେ ଦିଆଯାଏ ।[୨][୩] ଏହା ପାଟିରେ ଦିଆଯାଏ ।[୨]

ଆଧାର

  1. ୧.୦ ୧.୧ ଆଧାର ଭୁଲ: ଅଚଳ <ref> ଚିହ୍ନ; WHO20th ନାମରେ ଥିବା ଆଧାର ଭିତରେ କିଛି ଲେଖା ନାହିଁ ।
  2. ୨.୦ ୨.୧ ଆଧାର ଭୁଲ: ଅଚଳ <ref> ଚିହ୍ନ; MMV2017 ନାମରେ ଥିବା ଆଧାର ଭିତରେ କିଛି ଲେଖା ନାହିଁ ।
  3. ଆଧାର ଭୁଲ: ଅଚଳ <ref> ଚିହ୍ନ; WHO2010 ନାମରେ ଥିବା ଆଧାର ଭିତରେ କିଛି ଲେଖା ନାହିଁ ।