"ମାନସୀ (ଓଡ଼ିଆ କଥାଚିତ୍ର)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୪୩ କ ଧାଡ଼ି:
 
==ଗୀତ ଏବଂ ସଙ୍ଗୀତ==
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ [[ପ୍ରଫୁଲ୍ଲ କର]] । ଗୋକୁଳାନନ୍ଦ ପରିଡ଼ା, ପ୍ରଫୁଲ୍ଲ କର ଆଦି ଗୀତିକାରମାନେ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଦେବାଶିଷ ମହାପାତ୍ର, ପ୍ରଫୁଲ୍ଲ କର ଆଦି କଣ୍ଠଶିଳ୍ପୀମାନ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
 
===ଗୀତ===