"୧୪ଶ ଲୋକ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୧ କ ଧାଡ଼ି:
{{ଛୋଟ|14th Lok Sabha}}
'''୧୪ଶ ଲୋକ ସଭା''' (୧୭ ମଇ ୨୦୦୪ - ୧୮ ମଇ ୨୦୦୯), ୨୦୦୪ ମସିହାର ସାଧାରଣ ନିର୍ବାଚନ ପରେ ଗଠିତ ହୋଇଥିଲା । ଏହି ଲୋକସଭା ପାଇଁ ୨୦ ଅପ୍ରେଲ ୨୦୦୪ରୁ ୧୦ ମଇ ୨୦୦୪ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏହି ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପୂର୍ବ ଲୋକସଭା ତ‌ଥା [[୧୩ଶ ଲୋକ ସଭା]] ଠାରୁ ୬୨ଟି ଆସନ ଅଧିକ ଜିତି ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା । କଂଗ୍ରେସ ଦଳର ନେତା [[ମନମୋହନ ସିଂହ]] ଏହି ଲୋକସଭାର ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିଲେ । ଏହି ଲୋକସଭା ପାଇଁ ସାଧାରଣ ନିର୍ବାଚନ ପରେ ସଂସଦର ରାଜ୍ୟ ସଭାରେ ଥିବା ୮ ଜଣ ସାଂସଦ ଲୋସଭାକୁ ନିର୍ବାଚିତ ହୋଇଥିଲେ ।<ref name="rs">{{cite web|title=RAJYA SABHA STATISTICAL INFORMATION (1952-2013)|url= http://rajyasabha.nic.in/rsnew/publication_electronic/rsstatis_inf52-03.pdf |publisher=Rajya Sabha Secretariat, New Delhi|accessdate= 29 August 2017|page=12 |date=2014}}</ref>