"ପାଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ଶୁଦ୍ଧି
ଟିକେ ଲିଙ୍କ୍ ତିଆରି
୬ କ ଧାଡ଼ି:
 
ବୃତ୍ତର ଆକୃତି ଯେତେ ବଡ ବା ସାନ ହେଉପଛେ ଉଭୟ ଯୁକ୍ତିମୂଳକ ଓ ପରୀକ୍ଷାମୂଳକ ଭାବରେ ପ୍ରମାଣ କରାଯାଇଛି ଯେ, ଯେକୌଣସି ବୃତ୍ତର ସର୍ବଦା ପରିଧି/ବ୍ୟାସ = ଏକ ଧ୍ରୁବାଙ୍କ ।
ଏହି ଧୃବାଙ୍କକୁ ଗ୍ରୀକ୍ ଅକ୍ଷର "ପାଇ" ନାମରେ ଅଭିହିତ କରାଯାଇଛି । ଏହା ହେଉଛି ପାଇର ଅସରନ୍ତି ଦଶମିକ ସଂଖ୍ୟା ୩.୧୪୧୫୯୨...... ଯାହାକି ୧୭୦୬ ମସିହାରେ ଗଣିତଜ୍ଞ ଉଇଲିୟମ୍ ଜୋନସ୍ ଦର୍ଶାଇ ଥିଲେ । ୧୭୬୧ ମସିହାରେ ଗଣିତ ଲାମ୍ବବେର୍ଟ ପ୍ରମାଣ କରିଥିଲେ ଯେ, ପାଇ ଏକ [[ଅପରିମେୟ ସଂଖ୍ୟା]] । ଏହି ସଂଖ୍ୟାର ମୂଲ୍ୟ ନିରୁପଣ କରିବା ପାଇଁ ୨୫୦୦ ବର୍ଷ ହେଲା ଚେଷ୍ଟା ହୋଇ ଆସୁଅଛି । ଗ୍ରୀକ୍ ଗଣିତଜ୍ଞ ଆର୍କିମେଡିସ୍‌ଙ୍କ ଅନୁଯାୟୀ ପାଇର ଆସନ୍ନମାନ 22/7 ସାମାନ୍ୟ ଅଧିକ ଅଟେ । ପାଇର ପ୍ରକୃତ ମାନଠାରୁ ଉପରକ୍ତ ଆସନ୍ନମାନ 22/7, ସାମାନ୍ୟ ଅଧିକ ଅଟେ ।
 
=== ପାଇର ମାନ ନିର୍ଣ୍ଣୟ କରିବାର ପ୍ରଣାଳୀ ===
 
ପାଇର ଆସନ୍ନମାନ ଉଭୟ ଜ୍ୟାମିତିକ ଓ ବିଶ୍ଳେଷଣାତ୍ମକ ପଦ୍ଦତିରେପଦ୍ଧତିରେ ନିର୍ଣ୍ଣୟ କରାଯାଏ । ବର୍ତ୍ତମାନ ଆମେ ଜ୍ୟାମିତିକ ପ୍ରଣାଳୀରେ ପାଇର ମାନ ନିର୍ଣ୍ଣୟ କରିବା ।
 
ଚିତ୍ତ୍ରରେ ABCD ବୃତ୍ତରେ ବହିଲିଖିତ ବର୍ଗକ୍ଷେତ୍ର ଓ PQRS ଅନ୍ତର୍ଲିଖିତ ବର୍ଗକ୍ଷେତ୍ର । O, ବୃତରବୃତ୍ତର କେନ୍ଦ୍ର ଏବଂ ବ୍ୟାସ = PR = QS = d ।
ABCD ବର୍ଗକ୍ଷେତ୍ରର ପରିସୀମା = 4d.
 
"https://or.wikipedia.org/wiki/ପାଇ"ରୁ ଅଣାଯାଇଅଛି