"ରଘୁନାଥ ମୁର୍ମୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ Regular Character Changes
୧୫ କ ଧାଡ଼ି:
| subject = [[ସାହିତ୍ୟ]]
}}
''' ରଘୁନାଥ ମୁର୍ମୁ ''' (୧୮ ମଇ ୧୯୦୫<ref>{{cite web|last1=ନାୟକ|first1=ଡ. ରାଜକିଶୋର|title=ପ୍ରଣମ୍ୟ ପୁରୁଷ: ପଣ୍ଡିତ ରଘୁନାଥ ମୁର୍ମୁ|url=http://suryaprava.co.in/epaper/m/56173/591267e91deb7|publisher=ସୂର୍ଯ୍ୟପ୍ରଭା|accessdate=15 May 2017|date=10 May 2017}}</ref> – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି [[ଅଲ ଚିକି ଲିପି]] ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ<!--Ol Cemet--> ("ପ୍ରଣାଳୀ"), ଅଲ ସିକି<!--Ol Ciki-->, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି [[ସାନ୍ତାଳୀ ଭାଷା]]<!--[[Santali language]]--> ଲେଖିବା ନିମନ୍ତେ [[ଭାରତ]] ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ [[ଓଡ଼ିଶା]], [[ପଶ୍ଚିମ ବଙ୍ଗ|ପଶ୍ଚିମବଙ୍ଗ]] ଓ [[ଝାଡ଼ଖଣ୍ଡ]]ର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ଵୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର [[ବାଙ୍କୁଡ଼ା ଜିଲ୍ଲା|ବାଙ୍କୁରା ଜିଲ୍ଲାର]] ଜାମବାଣୀଠାରେ '''ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ'''<ref>http://www.buruniv.ac.in/CollegeDetails.php?col_code=411</ref> ଓ ୨୦୦୭ ମସିହାରେ [[ମୁର୍ଶିଦାବାଦ ଜିଲ୍ଲା|ମୁର୍ସିଦାବାଦଠାରେ]] କଲ୍ୟାଣୀ ବିଶ୍ଵବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ<ref>http://www.panditrmttc.com</ref> ପ୍ରତିଷ୍ଠା କରାଯାଇଛି । ଓଡିଶାଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।<ref>http://www.newindianexpress.com/states/odisha/2017/sep/06/cm-naveen-patnaik-inaugurates-odishas-5th-government-medical-college-1653271.html</ref>
 
== ପ୍ରାରମ୍ଭିକ ଜୀବନ ==