"ରକ୍ତହୀନତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ସଠିକ ଆଇଏସବିଏନ ଛାଞ୍ଚ ବ୍ୟବହାର
ଟିକେ (Regular Character Changes)
ଟିକେ (ସଠିକ ଆଇଏସବିଏନ ଛାଞ୍ଚ ବ୍ୟବହାର)
=== ଅତ୍ୟଧିକ ନଷ୍ଟ ===
ଅତ୍ୟଧିକ ଲୋହିତ ରକ୍ତ କଣିକା ନଷ୍ଟ ହୋଇ ଯେଉଁ ଆନିମିଆ ହୁଏ ତାହାକୁ [[ହେମୋଲାଇଟିକ ଆନିମିଆ]] କୁହାଯାଏ । ଏହି ଅବସ୍ଥାରେ ଜଣ୍ଡିସ ବା [[କାମଳ]] ସହ [[ଲାକ୍ଟେଟ ଡିହାଡ୍ରୋଜେଜେନ]] ପରିମାଣ ବୃଦ୍ଧି ପାଏ ।<br />
* ଲୋହିତ ରକ୍ତ କଣିକା ଆଭ୍ୟନ୍ତରିଣ ଅବ୍ୟବସ୍ଥା<ref> Jump up to: a b c d e f g h i j k l m n o p q r s t u v w x y z aa Table 12-1 in: Mitchell, Richard Sheppard; Kumar, Vinay; Abbas, Abul K.; Fausto, Nelson. Robbins Basic Pathology. Philadelphia: Saunders. {{ISBN |1-4160-2973-7}}. 8th edition.</ref>: ଏହାଦ୍ଵାରା କଣିକାଗୁଡିକ ସମୟ ପୂର୍ବରୁ ନଷ୍ଟ ହୋଇଯାଏ । [[ପାରୋକ୍ସିମାଲ ନୋକ୍ଚରନାଲ ହେମୋଗ୍ଲୋବିନୁରିଆ]] ବ୍ୟତିତ ଅନ୍ୟ ରୋଗ ସବୁ ବଂଶାନୁକ୍ରମିକ ଜେନେଟିକ ରୋଗ ।<ref name=Robbins432>Kumar, Vinay; Abbas, Abul K.; Fausto, Nelson; & Mitchell, Richard N. (2007). ''Robbins Basic Pathology'' (8th ed.). Saunders Elsevier. p. 432 {{ISBN |978-1-4160-2973-1</ref>}}
** [[ହେରେଡିଟାରି ସ୍ଫିରୋସାଇଟୋସିସ]]: ଏହି ରୋଗରେ କଣିକାର ବାହାର ଆସ୍ତରଣ ଠିକ୍ ନ ଥାଏ, ଏଣୁ ପ୍ଲିହାଦ୍ଵାରା ଲୋହିତ ରକ୍ତ କଣିକା ଖଣ୍ଡ ଖଣ୍ଡ ହୋଇ ନଷ୍ଟ ହୋଇଯାଏ ।<br />
** [[ହେରେଡିଟାରି ଏଲିପ୍ଟୋସାଇଟୋସିସ]]<ref name=Robbins12-1/>: ଆସ୍ତରଣ ପ୍ରୋଟିନ ଠିକ ନ ଥାଏ । <br />
୩୩,୨୧୨

ଗୋଟି ସମ୍ପାଦନା