"ରିସୋତ୍ତୋ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ସଠିକ ଆଇଏସବିଏନ ଛାଞ୍ଚ ବ୍ୟବହାର
୧୩ କ ଧାଡ଼ି:
 
==ଇତିହାସ==
ଚତୁର୍ଦ୍ଦଶ ଶତାବ୍ଦୀରୁ ଦକ୍ଷିଣ ଇଟାଲୀରେ ଚାଉଳ ବା ଧାନ ଚାଷ ହୋଇଆସୁଛି । କାଳକ୍ରମେ ଚାଉଳ ଉତ୍ତର ଇଟାଲୀର [[ମିଲାନ୍]] (Milano) ସହର ପର୍ଯ୍ୟନ୍ତ ପହଞ୍ଚିଲା । ଏକ ଲୋକକଥା ଅନୁସାରେ ଥରେ ଫ୍ଲାଣ୍ଡର୍ସ୍‍ର ଜଣେ କାଚ ଫୁଙ୍କାଳୀ ଏକ ବିବାହ ଭୋଜି ସମୟରେ ଭାତରେ କେଶର ମିଶାଇ ଦେଇଥିଲା ଓ ସେଥରୁ ରିସୋତ୍ତୋ ବ୍ୟଞ୍ଜନର ଉତ୍ପତ୍ତି । କିନ୍ତୁ ଗବେଷଣା ଅନୁସାରେ ପ୍ରଥମ ରିସୋତ୍ତୋ ପ୍ରସ୍ତୁତି ୧୮୦୯ ମସିହାରେ ହୋଇଥିଲା । ଲହୁଣୀରେ ସିଝା ହୋଇଥିବା ଭାତରେ ପିଆଜ, ଗରମ ସନ୍ତୁଳା ପାଣି (ଷ୍ଟକ୍), କେଶର ଇତ୍ୟାଦି ମିଶାଇ ରିସୋତ୍ତୋ ପ୍ରସ୍ତୁତ କରାଯାଏ ।<ref name=history/> ରାଜାଙ୍କ ମୁଖ୍ୟ ରୋଷେୟା ଜିଓଭାନି ଭିଆଲାର୍ଡି ୧୮୫୪ ମସିହାରେ ଲେଖିଥିବା ନିଜ ପୁସ୍ତକ Trattato di cucina (ଟ୍ରାତ୍ତାତୋ ଦି କୁଚିନା - ରନ୍ଧନ ନିବନ୍ଧ)ରେ ରିସୋତ୍ତୋ ନାମକ ଏକ ଖାଦ୍ୟର ବର୍ଣ୍ଣନା କରିଥିଲେ ।<ref>[http://www.accademiaitalianacucina.it/sites/default/files/print_pdf/AIC_Itinerari%20del%20riso_All.compressed.pdf La Cucina del Riso, p76, Accademia Italiana della Cucina, 2014, {{ISBN |978-88-89116-32-6]</ref>}} ପ୍ରକୃତରେ ମିଲାନ୍ ଅଞ୍ଚଳରେ କିଏ ପ୍ରଥମେ ରିସୋତ୍ତୋ ପ୍ରସ୍ତୁତ କରିଥିଲା ତାହା ଜଣାଯାଇନାହିଁ । <ref>[https://www.ibs.it/risotto-storia-di-piatto-italiano-libro-alberto-salarelli/e/9788874953516 Summary of ''Risotto. Storia di un piatto italiano'' by Alberto Salarelli, 2010, published by Sometti, {{ISBN |8874953518]</ref>}}
 
ବର୍ତ୍ତମାନ ସମୟରେ ଭିନ୍ନ ଭିନ୍ନ ପ୍ରକାରର ଚାଉଳରେ ରିସୋତ୍ତୋ ପ୍ରସ୍ତୁତ କରାଯାଉଛି । ୧୯୧୪ରେ ପ୍ରଥମେ ମାରାତେଲ୍ଲି ଚାଉଳ ବ୍ୟବହାର ହେଲା ଓ ବିଂଶ ଶତାବ୍ଦୀରେ ଅନ୍ୟ ଚାଉଳରୁ ରିସୋତ୍ତୋ ପ୍ରସ୍ତୁତ କରିବା ଆରମ୍ଭ ହେଲା ।<ref name=develop>{{cite web |url=http://www.agrodolce.it/2014/08/01/riso-le-tipologie-utilizzarlo-cucina/ |title=Tipi di riso, varietà e usi |newspaper=Agrodolce.it |date=1 August 2014|author=Lorella Fabris|language=Italian|accessdate= 4 July 2017}}</ref>
"https://or.wikipedia.org/wiki/ରିସୋତ୍ତୋ"ରୁ ଅଣାଯାଇଅଛି