"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ସଜାଣି: +ଆଧାର
ଟିକେ ସଠିକ ଆଇଏସବିଏନ ଛାଞ୍ଚ ବ୍ୟବହାର
୧୪ କ ଧାଡ଼ି:
}}
 
[[ହିନ୍ଦୁ]]ଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ [[ବ୍ରହ୍ମା]]ଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। <ref>{{cite web |title= Sarasvati Origine |url=http://sathyasaibaba.wordpress.com/2008/07/12/saraswati-hindu-goddess-of-learning-saraswati-devi}}</ref><ref>Sunil Sehgal (1999); Encyclopaedia of Hinduism, p. 1214; Sarup & Sons, {{ISBN |81-7625-064-3,}} 9788176250641</ref>
ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,<ref name=BMA>{{cite book|last=Birmingham Museum of Art|title=Birmingham Museum of Art : guide to the collection|year=2010|publisher=Birmingham Museum of Art|location=[Birmingham, Ala]|isbn=978-1-904832-77-5|pages=55|url=http://artsbma.org}}</ref> ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି ।<ref name=tdonaldson>Thomas Donaldson (2001), Iconography of the Buddhist Sculpture of Orissa, {{ISBN |978-8170174066,}} pages 274-275</ref>
 
ପାରମ୍ପରିକ ରୂପରେ ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।
୬୦ କ ଧାଡ଼ି:
[[ମଥୁରା]] ନିକଟସ୍ଥ କାଳୀତିକା ଜୈନ ସ୍ତୁପରୁ ଏକ ମନୋଜ୍ଞ ସରସ୍ଵତୀ ମୂର୍ତ୍ତି ମିଳିବା ଘଟଣାରୁ ଜୈନଧର୍ମରେ ସରସ୍ଵତୀଙ୍କର ପୂଜା ରହିଥିବା ସୂଚନା ଦିଏ । ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ [[ପୃଥିବୀ]]ର ରକ୍ଷା କାରିଣୀ। ସରୋଶା (ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା । ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ [[ଆତ୍ମା]]ମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ [[ମୟୁର]]ର ଡାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ । ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (''Thurathadi''), ଥାଇ ଭାଷାରେ ସୁରାସୱଦୀ (''Surasawadee''), ଜାପାନୀ ଭାଷାରେ ବେଞ୍ଜାଇତେନ ବୋଲି ପରିଚିତା ।
== ପୂଜା ଓ ଉପାସନା ==
ଭାରତର କେତେକ ରାଜ୍ୟ ଯଥା [[ଓଡ଼ିଶା]], [[ବିହାର]] ଓ [[ପଶ୍ଚିମ ବଙ୍ଗ]]ରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାଭାବେ ପୂଜା କରାଯାଏ । ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. {{ISBN |0-520-06339-2}}. p. 95.</ref>
 
ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି ଦୁର୍ଗା ତିନି ରୂପରେ ପ୍ରକାଶ ହୋଇ ତିନୋଟି [[ନବରାତ୍ରୀ]]ରେ ପୂଜା ପାଆନ୍ତି । [[ନବରାତ୍ର|ଆଶ୍ୱିନ ନବରାତ୍ର]]ରେ ଦୁର୍ଗା ପୂଜା ପାଆନ୍ତି। ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ ଶାସ୍ତ୍ରରେ ଉଲ୍ଲେଖ ଅଛି । ସରସ୍ଵତୀଙ୍କୁ ଶବ୍ଦ ବ୍ରହ୍ମରେ ସ୍ତୁତି କଲେ ମା ପ୍ରସନ୍ନ ହୁଅନ୍ତି । ମା' ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରନ୍ତି । ମା' ସରସ୍ଵତୀ ବଗ୍ଦେବୀ, ସମସ୍ତଙ୍କୁ ସଦବୁଦ୍ଧି ସହ ସତବଚନର ଆଶିର୍ବାଦ ଦେଇଥାନ୍ତି । <ref>http://www.saiaustin.org/balvikas/lessons/Lesson%202%20-%20Saraswathi%20Devi.pdf</ref>
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି