"ପାପାଙ୍କୁଶା ଏକାଦଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଅଧିକ ତଥ୍ୟ
ଟିକେ ତିଆରି ଚାଲିଛି କଢ଼ାଗଲା
୧ କ ଧାଡ଼ି:
{{ତିଆରି ଚାଲିଛି}}
ଆଶ୍ୱିନ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡ଼େ ତାହା 'ପାପାଙ୍କୁଶା' ନାମରେ ଖ୍ୟାତ । ଏହା ସର୍ବପାପହାରୀ, ସ୍ୱର୍ଗ ଓ ମୋକ୍ଷ ପ୍ରଦାନକାରୀ, ଉତ୍ତମ ସ୍ୱାସ୍ଥ୍ୟ, ସୁନ୍ଦର ସ୍ତ୍ରୀ, ଧନ ତଥା ମିତ୍ର ପ୍ରଦାୟୀ । ଯଦି ମନୁଷ୍ୟ ଏହି ଏକାଦଶୀ ନିଷ୍ଠାର ସହିତ ପାଳନ କରେ, ତାକୁ କେବେ ଯମ-ଯାତନା ଭୋଗିବାକୁ ପଡ଼େନାହିଁ ।