"ଉଦ୍ଭିଦ ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"ବିଜ୍ଞାନର ଯେଉଁ ବିଭାଗରେ ଉଦ୍ଭିଦ ତଥା ସେ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
ଟିକେNo edit summary
୧ କ ଧାଡ଼ି:
{{ତିଆରି ଚାଲିଛି}}
[[ବିଜ୍ଞାନ|ବିଜ୍ଞାନର]] ଯେଉଁ ବିଭାଗରେ ଉଦ୍ଭିଦ ତଥା ସେମାନଙ୍କ ବିଶେଷତ୍ଵ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ଲୋକଙ୍କୁ ଉଦ୍ଭିଦବି଼ଜ୍ଞାନୀ କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ ''botanē'' ରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନ ସଧାରଣରେ ଦେଖାଯାଉଥିବା [[ଗଛ]], ଲତାଙ୍କ ବ୍ୟତୀତ ଶୈବାଳ ଓ ଫିମ୍ପିଙ୍କୁ ମଧ୍ୟ ଅଧ୍ୟୟନ କରଯାଏ।