"ଉଦ୍ଭିଦ ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ added introduction
ଟିକେNo edit summary
୧ କ ଧାଡ଼ି:
{{ତିଆରି ଚାଲିଛି}}
[[ବିଜ୍ଞାନ|ବିଜ୍ଞାନର]] ଯେଉଁ ବିଭାଗରେ [[ଉଦ୍ଭିଦ]] ତଥା ସେମାନଙ୍କ ବିଶେଷତ୍ଵ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ଲୋକଙ୍କୁ ଉଦ୍ଭିଦବି଼ଜ୍ଞାନୀ (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ ''botanē'' ରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା [[ଗଛ]], ଲତାଙ୍କ ବ୍ୟତୀତ [[ଶୈବାଳ]] ଓ [[ଫିମ୍ପି]]<nowiki/>ଙ୍କୁ ମଧ୍ୟ ଅଧ୍ୟୟନ କରଯାଏ। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ଉଦ୍ଭିଦବିଜ୍ଞାନୀ ମାନେ ପ୍ରକୃତ ପ୍ରଜାତିର[[ପ୍ରଜାତି]]<nowiki/>ର ମାନ୍ୟତା ଦେଇଛନ୍ତି।<ref>{{Cite web|url=http://www.theplantlist.org/|title=The Plant List|last=|first=|date=|website=|archive-url=|archive-date=|dead-url=|access-date=November 22, 2018}}</ref>
 
 
 
ଥିଓଫ୍ରାଷ୍ଟସ୍ (Theophrastus ) ଙ୍କୁ ଉଦ୍ଭିଦବିଜ୍ଞାନର ଜନକ ବୋଲି କୁହଯାଏ।<ref>{{Cite web|url=https://www.encyclopedia.com/science/encyclopedias-almanacs-transcripts-and-maps/origins-botany|title=The Origins of Botany|last=|first=|date=|website=|archive-url=|archive-date=|dead-url=|access-date=November 22, 2017}}</ref> <ref>{{Cite web|url=http://www.wildfoodschool.com/history-of-botany.htm|title=The Origins of Botany|last=|first=|date=|website=|archive-url=|archive-date=|dead-url=|access-date=November 22, 2018}}</ref> କିନ୍ତୁ ଆଦିମ କାଳରୁ ଉଦ୍ଭିଦ ମାନଙ୍କୁ ଖାଦ୍ୟ, ଔଷଧ ଇତ୍ୟାଦିରେ ବ୍ୟବହାର କରାଯାଇ ଆସୁଥିଲା ଏବଂ ଅନେକ ପ୍ରାଚୀନ ସଭ୍ୟତାରେ ବିଭିନ୍ନ ଶ୍ରେଣୀ ଯଥା ଶସ୍ଯ, ଔଷଧ ଓ ବିଷାକ୍ତ - ଜାତିରେ ବିଭାକ୍ତ କରିଥିଲେ। ପ୍ରାଚୀନ ଇଉରୋପ ଉଦ୍ୟାନ ମାନଙ୍କରେ ଫୁଲଗଛ ମାନଙ୍କ ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣର ଆବଶ୍ୟକତା ପଡିଥିଲା। ବୈଜ୍ଞାନିକ ପଦ୍ଧତିରେ ଉଦ୍ଭିଦ ଶ୍ରେଣୀଭୁକ୍ତ କରିବା କାର୍ଯରୁ ଆଧୁନିକ ଉଦ୍ଭିଦବିଜ୍ଞାନର ଅୟମାରମ୍ଭ ହୋଇଥିଲା। [[କ୍ୟାରୋଲସ୍ ଲିନିୟସ୍]] ଉଦ୍ଭିଦ ମାନଙ୍କା ବିଭ୍ଭିନାତା କୁ ଅଧ୍ୟୟନ କରି binomial nomenclature ପଦ୍ଧତି ''ସିଷ୍ଟେମାନଚୁରେ'' ନାମକ ପୁସ୍ତକରେ ବର୍ଣ୍ଣନା କରିଥିଲେ। ଏହା ଦ୍ୱାରା ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣ ସହଜରେ କରାଯାଇପାରିଲା। [[ଚାର୍ଲସ୍ ଡାରୱିନ୍]] ଉଦ୍ଭିଦ ବିବର୍ତ୍ତନ କୁ ଅଧ୍ୟୟନ କରିଥିଲେ।
 
୧୯ଂଶ ତଥା ୨୦ଂଶ ଶତବ୍ଦୀରେ ଉନ୍ନତ ବୈଷୟିକ ତଥା ବୈଜ୍ଞାନିକ କ୍ଔଶଳରେ ଅଗ୍ରଗତି ଯୋଗୁँ [[ଉଦ୍ଭିଦକୋଷ]], [[ରସାୟନ ବିଜ୍ଞାନ|ରସାୟନବିଜ୍ଞାନ]], ବଂଶାନୁକ୍ରମ ର ଅଧ୍ୟୟନ କରଗଲା। ଗତ ଦୁଇ ଦଶକରେ D.N.A sequencing ପଦ୍ଧତି ଦ୍ୱରା ଉଦ୍ଭିଦର ବିକାଶ ଏବଂ ବୃଦ୍ଧିକୁ ଅଧ୍ୟୟନ କରଯାଉଛି।
 
ଆମେ ଊଦ୍ଭିଦଜାତ ଦ୍ରବ୍ୟକୁ ମୁଖ୍ୟ ଖାଦ୍ୟ ଭାବେ ବ୍ୟବହାରକରୁ। ଧାନ, ଗହମ ଓ ମକା କୁ ମୁଖ୍ୟତ୍ଃ ପ୍ରଧାନ ଖଦ୍ୟା ଭବେ ଗ୍ରହଣ କରଯାଏ। କାଠ, ରବର, ଝୋଟ, ମହୁ, ଔଷଧଜାତୀୟ ଦ୍ରବ୍ୟ ପାଇँ ଆମେ ଉଦ୍ଭିଦ ମାନଙ୍କ ଉପରେ ନିର୍ଭରଶୀଳ। ମାଟିରୁ [[ଜଳ]], [[ପୃଥିବୀର ବାୟୁମଣ୍ଡଳ|ବାୟୁ ମଣ୍ଡଳରୁମଣ୍ଡଳ]]<nowiki/>ରୁ ଅଙ୍ଗାରକାମ୍ଲ[[ଅଙ୍ଗାରକାମ୍ଳ]] ବାଷ୍ପ ଏବଂ ସୁର୍ଯ୍ୟାଲୋକକୁ ବ୍ୟବହାର କରି [[ଆଲୋକଶ୍ଲେଷଣ]] ପ୍ରକ୍ରିୟାରେ ସବୁଜ ଉଦ୍ଭିଦ ମାନେ ଶର୍କରା ଓ ଜୀବନଦାୟୀ ଅମ୍ଲଜାନ[[ଅମ୍ଳଜାନ]] ବାଷ୍ପ ପ୍ରସ୍ତୁତ କରିଥାନ୍ତି। ତେଣୁ [[ପରିବେଶ]] ସନ୍ତୁଳନରେ ଉଦ୍ଭିଦ ମାନେ ମହତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। ସବୁଦୃଷ୍ଟିରୁ ଦେଖିଲେ ଧରା ପୃଷ୍ଠରେ ମଣିଷ ତଥା ଅନ୍ଯ [[ପ୍ରାଣୀ ବିଜ୍ଞାନ|ପ୍ରାଣୀ]] ମାନେ ବଞ୍ଚିବା ପାଇँ ଉଦ୍ଭିଦଜଗତ ଅତ୍ୟାବଶ୍ୟକ।
 
ଜନସଂଖ୍ୟା ବିସ୍ଫୋରଣ ତଥା ଜଳବାୟୁ ପରିବର୍ତ୍ତନ ଯୋଗୁ ଖଦ୍ୟାଭାବ ଆଜି ଉଦ୍ଭିଦବି଼ଜ୍ଞାନୀ ମାନଙ୍କ ପାଇँ ନୂଆ ଚ୍ଯାଲେଞ୍ଜ୍ ଭାବରେ ଠିଆ ହୋଇଛି। [[ଜୈବପ୍ରଯୁକ୍ତି|ଜୈବପ୍ରଯୁକ୍ତିବିଦ୍ୟା]] କୁ ଉପଯୋଗ କରି ଉଦ୍ଭିଦବିଜ୍ଞାନୀ ମାନେ ଅନେକ ନୂଆ ଓ ଉନ୍ନତ କିସମ ଉଭ୍ବିଦ ତିଆରି କରିବରେ ଲବିଛନ୍ତି। [[ଜାଟ୍ରୋଫା]] ପରି ଉଦ୍ଭିଦରୁ ଜାଳେଣି ବହାର କରି [[ଶକ୍ତି ସଙ୍କଟ]] ଦୂର କରିବରେ ଲାଗିଛନ୍ତି।
 
== ଇତିହାସ ==