"ମାହିୟା ମାହି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଆଧାର
୨୪ କ ଧାଡ଼ି:
 
==ପ୍ରାରମ୍ଭିକ ଜୀବନ ଓ ଶିକ୍ଷା==
ମାହିୟା ମାହି ୧୯୯୩ ମସିହା ଅକ୍ଟୋବର ମାସ ୨୭ ତାରିଖରେ ବଙ୍ଗଳାଦେଶର ନାଚୋଲ ଉପଜିଲ୍ଲାର ରାଜସାହୀଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କର ନାମ ଆବୁ ବକର ଏବଂ ମାଆଙ୍କର ନାମ ଦିଲାରା ଇୟାସମିନ । ଜନ୍ମବେଳେ ତାଙ୍କର ନାମ ଥିଲା ଶାରମିନ ଅକତାର ନିପା, ମାତ୍ର ସେ କଥାଚିତ୍ର ଜଗତରେ କାମ କରିବା ପରେ ନାମ ପରିବର୍ତ୍ତନ କରି ମାହିୟା ମାହି ରଖିଥିଲେ । ସେ ୨୦୧୦ ମସିହାରେ ଉତ୍ତର ହାଇ ସ୍କୁଲ, ଢାକାରୁ ତାଙ୍କର ସ୍କୁଲ ଶିକ୍ଷା ଶେଷ କରିବାପରେ ୨୦୧୨ ମସିହାରେ ଢାକା ସିଟି କଲେଜରୁ ଉଚ୍ଚ ଶିକ୍ଷା ଶେଷ କରିଥିଲେ । ଏହାପରେ ସେ ଶାନ୍ତା-ମାରିୟମ ଇଉନିଭରସିଟି ଅଫ୍ କ୍ରିଏଟିଭ୍ ଆଣ୍ଡ ଟେକ୍ନୋଲୋଜିରେ ଫ୍ୟାସନ ଡିଜାଇନିଂରେ ସ୍ନାତକ ପଢ଼ିଥିଲେ ।<ref>{{cite web|title=Mahiya Mahi, A New Sensation of Bangladeshi films|publisher=celebritynewsbd|url=http://celebritynewsbd.com/mahiya-mahi-a-new-sensation-of-bangladeshi-films/|accessdate=6 October 2015}}</ref>
 
==ଅଭିନୟ ଜୀବନ==