"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ (Bot: Automated text replacement (- ଟି +ଟି ))
}}
'''ପେଚା''' ଏକ ନିଶାଚର ପକ୍ଷୀ ଓ ଅନ୍ୟ ପକ୍ଷୀଙ୍କ ତୁଳନାରେ ପେଚାର ମସ୍ତିଷ୍କ ଏବଂ ଆଖି ସାମନାକୁ ଥାଏ,ଠେକୁଆ ପରି କର୍ଣଦ୍ୱୟ ଠିଆ ହୋଇ ରହିଥାଏ । ଏମାନେ ଆଣ୍ଟାର୍କଟିକା ବ୍ୟତୀତ ସବୁସ୍ଥାନରେ ଦେଖିବାକୁ ମିଳନ୍ତି ଓ ଏମାନଙ୍କର ପାଖାପାଖି ୨୦୦ ପ୍ରଜାତି ଅଛନ୍ତି । ପେଚା ମାନେ ଦୂର –ଦର୍ଶୀ ଅଟନ୍ତି ଅର୍ଥାତ ଆଖିର ନିକଟତର ଜିନିଷ ଦେଖିପାରନ୍ତି ନାହିଂ ଏତଦବ୍ୟତୀତ ଦ୍ଵିତ-କର୍ଣୀ ଅର୍ଥାତ କୌଣସି ଶବ୍ଦକୁ ବୁଝିବା ବା ଦିଗ ନିର୍ଣୟ କରିବାପାଇଁ ଦୁଇକର୍ଣ ଏକ ସାଙ୍ଗରେ ବ୍ୟବହାର କରନ୍ତି ।
ପେଚାମାନଙ୍କୁ ୨ଟି ପରିବାରରେ ବିଭକ୍ତ କରାଯାଇଅଛି ପ୍ରକୃତ ପେଚା(True Owl) :
 
*ଷ୍ଟ୍ରିଙ୍ଗିଡାଏ (Strigidae) ଓ ଚୋକଡ ପେଚା(Bran-Owl)
*ପ୍ରକୃତ ପେଚା (True Owl) ବା ଷ୍ଟ୍ରିଙ୍ଗିଡାଏ (Strigidae) ଓ
*ଚୋକଡ ପେଚା (Bran-Owl) ବା ଟାଇଟୋଡାଏ(Tytonidae ) ।
==ବିବରଣୀ==
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡକୁ ୨୭୦o କୋଣରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହରେ କୌଣସି ଅସୁବିଧା ହୁଏନାହିଁ ।
ବେନାମି ସଭ୍ୟ