"ଆଲବର୍ଟ ଆଇନଷ୍ଟାଇନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- କୁ +କୁ )
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୬୧ କ ଧାଡ଼ି:
| signature = Albert Einstein signature 1934.svg
}}
'''ଆଲବର୍ଟ ଆଇନଷ୍ଟାଇନ''' (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵତତ୍ତ୍ବ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵତତ୍ତ୍ବ ଏବଂ ବସ୍ତୁତ୍ଵବସ୍ତୁତ୍ବ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
 
== ବାଲ୍ୟକାଳ ଓ ଶିକ୍ଷା ==