"ଇଣ୍ଟରନେଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୮ କ ଧାଡ଼ି:
'''ଇଣ୍ଟରନେଟ''' (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଅନେକ [[କମ୍ପ୍ୟୁଟର]] ଯୋଡି ହୋଇ ରହିଥାନ୍ତି, ଯାହାକି କମ୍ପ୍ୟୁଟର ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଯ୍ୟ କରେ ।
 
ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା । ହେଲେ ପରେ ପରେ ଏହାକୁ ବିଶ୍ଵବ୍ୟାପୀବିଶ୍ବବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା ।
 
ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ [[ଇମେଲ]] ପାଇବା/ପଠାଇବା, [[ଚାଟିଙ୍ଗ]] କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି । ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି । ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ଵରେବିଶ୍ବରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ ।
 
== ଜ୍ଞାନକୌଶଳ ==
ଇଣ୍ଟରନେଟରେ କିଛି ମୁଖ୍ୟ କମ୍ପ୍ୟୁଟର ରହିଥାଏ, ଯାହାକୁ ସର୍ଭର କୁହାଯାଏ । ସର୍ଭର ଗୁଡିକ ପରସ୍ପର ମଧ୍ୟରେ ସଂଯୁକ୍ତ ହୋଇଥାନ୍ତି । ସର୍ଭର ବା ମୁଖ୍ୟ କମ୍ପ୍ୟୁଟରରେ ଡାଟା ସବୁ ସାଇତି ରଖା ଯାଇଥାଏ । ପ୍ରତ୍ୟେକ ସର୍ଭରର ସ୍ଵତନ୍ତ୍ରସ୍ବତନ୍ତ୍ର ନାମ ଏବଂ ଆଡ୍ରେସ ରହିଥାଏ । ଆମେ ଯେତେବେଳେ ଆମ କମ୍ପ୍ୟୁଟରରେ ୱେବସାଇଟ ଖୋଳୁଛୁ, ସେ ପ୍ରଥମେ ନିଜର ସର୍ଭର ସହିତ ସମ୍ପର୍କ କରେ ଏବଂ ସର୍ଭରରୁ ସମ୍ପୃକ୍ତ ପ୍ରୁଷ୍ଠାକୁ ଆମ କମ୍ପ୍ୟୁଟରରେ ଦେଖେଇ ଥାଏ ।
 
== ଆଧାର ==
"https://or.wikipedia.org/wiki/ଇଣ୍ଟରନେଟ"ରୁ ଅଣାଯାଇଅଛି