"ଉଦ୍ଭିଦ ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ସାଧାରାଣ ଅକ୍ଷର ଅଦଳବଦଳ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧ କ ଧାଡ଼ି:
{{ତିଆରି ଚାଲିଛି}}
[[ବିଜ୍ଞାନ|ବିଜ୍ଞାନର]] ଯେଉଁ ବିଭାଗରେ [[ଉଦ୍ଭିଦ]] ତଥା ସେମାନଙ୍କ ବିଶେଷତ୍ଵବିଶେଷତ୍ବ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ଲୋକଙ୍କୁ ଉଦ୍ଭିଦବି଼ଜ୍ଞାନୀ (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ ''botanē''ରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା [[ଗଛ]], ଲତାଙ୍କ ବ୍ୟତୀତ [[ଶୈବାଳ]] ଓ [[ଫିମ୍ପି]]<nowiki/>ଙ୍କୁ ମଧ୍ୟ ଅଧ୍ୟୟନ କରଯାଏ। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ଉଦ୍ଭିଦବିଜ୍ଞାନୀ ମାନେ ପ୍ରକୃତ [[ପ୍ରଜାତି]]<nowiki/>ର ମାନ୍ୟତା ଦେଇଛନ୍ତି।<ref>{{Cite web|url=http://www.theplantlist.org/|title=The Plant List|last=|first=|date=|website=|archive-url=|archive-date=|dead-url=|access-date=November 22, 2018}}</ref>