"ଋତୁସ୍ରାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୫ କ ଧାଡ଼ି:
{{^|ପ୍ରତିଶବ୍ଦ - ମାସିକିଆ, ପିରିଅଡ଼; ଇଂରାଜୀରେ monthly, period<ref name="Logan_1997">{{cite book| last = Logan | first = Carolyn| url = http://books.google.com/?id=SAY5idFoyS8C&pg=PA41&dq=euphemism+period+menstruation#v=onepage&q=euphemism%20period%20menstruation&f=false | title = Counterbalance: Gendered Perspectives on Writing and Language | chapter = Take Your Choice | page = 41 | isbn = 1551111276| date = April 15, 1997 | accessdate = February 18, 2013}}</ref><ref name="Jurgens_1992">{{cite book| last1 = Jurgens | first1 = Janice J.| last2 = Powers| first2 = Bethel A.| editor = Sampselle, Carolyn M. | url = http://books.google.com/?id=gxfwNBgvi30C&pg=PA37&dq=euphemism+period+menstruation#v=onepage&q=euphemism%20period%20menstruation&f=false| title = Violence Against Women: Nursing Research, Education, and Practice Issues | chapter = An Exploratory Study of the Menstrual Euphemisms, Beliefs and Taboos of Head Start Mothers | page = 37| isbn = 1560322179| year = 1992| accessdate = February 18, 2013}}</ref>
ଏହା ପ୍ରଥମ ଯୌନ ପୂର୍ଣ୍ଣତା ପ୍ରାପ୍ତ ସମୟରୁ ଋତୁସ୍ରାବ ଆରମ୍ଭ ହୋଇ ଋତୁ ବିରତି ପର୍ଯ୍ୟନ୍ତ ଚାଲୁ ରହେ । ଋତୁ ବିରତି ହେଲେ ପ୍ରଜନନ କ୍ଷମତାର ଅନ୍ତ ହେବ ଧରାଯାଏ । <br />
ମହିଳାଙ୍କର ଗର୍ଭାଧାନ ସମୟରେ ଓ ଛୁଆକୁ ସ୍ତନ୍ୟପାନ କରେଇବା ସମୟରେ ଋତୁସ୍ରାବ ବନ୍ଦ ରହେ । ଏହି ସମସ୍ତ ଅଭାବରେ ଯଦି ଋତୁସ୍ରାବ ୯୦ ଦିନରୁ ବେଶୀ ସମୟ ଧରି ନ ହୁଏ ତେବେ ଡାକ୍ତରୀ ପରୀକ୍ଷା ଆବଶ୍ୟକ ହୁଏ କାରଣ ଅନେକ କିସମର ସ୍ଵାସ୍ଥ୍ୟଗତସ୍ବାସ୍ଥ୍ୟଗତ ସମସ୍ୟା ଉପୁଜେ ।}}
 
== ସମ୍ୟକ ଦୃଷ୍ଟିପାତ ==
୨୨ କ ଧାଡ଼ି:
ସାଧାରଣତଃ ଋତୁସ୍ରାବ ପରିମାଣ ୩୫ ମିଲି.ଲି (ବଡ଼ ଚା ଚାମଚରେ ୨.୪ ଚାମଚ) ହୋଇଥିଲେ ମଧ୍ୟ ୧୦ରୁ ୮୦ ମିଲି.ଲି ପରିମାଣକୁ ନର୍ମାଲ ବା ସାଧାରଣ ବୋଲି ଧରାଯାଏ । ଏହି ସ୍ରାବକୁ ଋତୁ ତରଳ ପଦାର୍ଥ କହିବା ଅଧିକ ସମିଚୀନ ହେବ । ଏହି ପଦାର୍ଥରେ କିଛି ପରିମାଣ ରକ୍ତ, ଜରାୟୁ ମୂଖର ଝିଲ୍ଲୀ, ଜୋନୀପଥ ସ୍ରାବ, ଓ ଜରାୟୁର ଭିତର ଆସ୍ତରଣର ତନ୍ତୁ ଥାଏ । ଏହି ସ୍ରାବର ରଙ୍ଗ ବ୍ରାଉନ ଲାଲ ହୁଏ, ଶୀରା ରକ୍ତଠାରୁ ଟିକିଏ ଗାଢ଼ ।
== ଶାରୀରିକ ଅନୁଭୁତି ==
ମହିଳାମାନଙ୍କର ଋତୁଚକ୍ର ସମୟରେ ହରମୋନ କମ ବେଶି ହେବା ଯୋଗୁ କେତେକ ଶାରୀରିକ ଲକ୍ଷଣ ଦେଖାଯାଏ । [[ଋତୁସ୍ରାବ]] ସମୟରେ ଓ ପୂର୍ବରୁ [[ଜରାୟୁ]]ର ମାଂସପେଶୀ ସଙ୍କୋଚନ ହେତୁ [[କ୍ରାମ୍ପ]] ହୁଏ ଓ ଯନ୍ତ୍ରଣା ହୁଏ । କେତେକ ମହିଳା ଥକ୍କା ଅନୁଭବ କରନ୍ତି, ସ୍ତନ ଦରଜ ହୁଏ, ବାନ୍ତି ଲାଗେ ଓ ଯୌନ ଇଚ୍ଛାରେ ପରିବର୍ତ୍ତନ ହୁଏ । ଜଳୀୟ ଅଂଶ ଅଧିକ ହେବାରୁ ସ୍ତନ ଫୁଲି ଯାଏ ଓ ଅଶ୍ଵସ୍ତିଅଶ୍ବସ୍ତି ଲାଗେ । ଏହି ଅନୁଭୁତି ଗୁଡ଼ିକ ବହୁତ କମ ହୁଏ । କମ ପରିମାଣର ଲୁଣ, କେଫିନ ଓ ମଦ୍ୟପାନ କରିବା ସହ ସ୍ଵାସ୍ଥ୍ୟପ୍ରଦସ୍ବାସ୍ଥ୍ୟପ୍ରଦ ଖାଦ୍ୟ ଖାଇବା ଦ୍ଵାରାଏହିଦ୍ବାରାଏହି ଲକ୍ଷଣ କମିଯାଏ <ref>{{cite web|title=Water retention: Relieve this premenstrual symptom|url=http://www.mayoclinic.com/health/water-retention/WO00130|publisher=Mayo Clinic|accessdate=20 September 2011}}</ref>। ଏହି ଲକ୍ଷଣ ସମୁହ ସବୁ ଋତୁସ୍ରାବ ସମୟରେ ସମାନ ଅନୁଭୁତ ହୁଏ ନାହିଁ ଓ ସବୁ ମହିଳାଙ୍କର ସମାନ ଅନୁଭୁତି ହୁଏ ନାହିଁ । ଏହା ଯୋଗୁ ଦୈନନ୍ଦିନ କାର୍ଯ୍ୟରେ ବାଧା ହେଲେ ତାହାକୁ [[ପ୍ରିମେନସ୍ଟ୍ରୁଆଲ ଡିସଫୋରିକ ଡିଜଅର୍ଡର]] ([[ premenstrual dysphoric disorder]]) କହନ୍ତି । <br />
 
== ଆଧାର ==
"https://or.wikipedia.org/wiki/ଋତୁସ୍ରାବ"ରୁ ଅଣାଯାଇଅଛି