"ଓଡ଼ିଆ ଭାଗବତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ସାଧାରାଣ ଅକ୍ଷର ଅଦଳବଦଳ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୬୯ କ ଧାଡ଼ି:
'''ନାରାୟଣଂ ନମସ୍କୃତ୍ଂୟ ନରଂ ଚୈବ ନରୋତ୍ତମମ୍''' ।
 
'''ଦେବୀଂ ସରସ୍ଵତୀଂସରସ୍ବତୀଂ ବ୍ୟାସଂ ତତୋ ଜୟମୁଦୀରୟେତ୍''' || ୬ ||
 
ଭଗବାନ ନାରାୟଣ, ନରୋତ୍ତମ ନର, ଦେବୀ ସରସ୍ୱତୀ ଓ ମହର୍ଷି ବ୍ୟାସଦେବଙ୍କୁ ନମସ୍କାର କରି ସଂସାର ଓ ଅନ୍ତଃକରଣର ନାନାବିଧ ବିକାର ଉପରେ ବିଜୟ ପ୍ରଦାନ କରାଉଥିବା ଏହି ଶ୍ରୀମଦଭାଗବତ ମହାପୁରାଣକୁ ପାଠ କରିବା ଉଚିତ।