"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୩୬ କ ଧାଡ଼ି:
 
<!-- ତଳ‌ଲିଖିତ ଲେଖା "ବିଧାନ ସଭା" ପ୍ରସଙ୍ଗରେ ଲେଖାଯିବ->
ପ୍ରତି ରାଜ୍ୟରେ ଗୋଟିଏ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କଦ୍ଵାରାଲୋକମାନଙ୍କଦ୍ବାରା ଲୋକ-ପ୍ରତିନିଧୀ ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭାର ସଦସ୍ୟ ସଂଖ୍ୟା ସର୍ବାଧିକ ୫୬୦୦ ଓ ସର୍ବନିମ୍ନ ୬୦ ଅଟେ ।-->
== ସଦସ୍ୟ ନିର୍ବାଚନ ବ୍ୟବସ୍ଥା ==
ରାଜ୍ୟ ବିଧାନ ସଭାର ସଦସ୍ୟମାନେ ଭୋଟରମାନଙ୍କଦ୍ଵାରାଭୋଟରମାନଙ୍କଦ୍ବାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ । [[ଭାରତ]]ର ନିର୍ବାଚନ ଆୟୋଗ ଏହି ନିର୍ବାଚନ କରାନ୍ତି । ସାଧାରଣତଃ ପ୍ରତି ପାଞ୍ଚ ବର୍ଷରେ ଥରେ ବା ଆବଶ୍ୟକ ସ୍ଥଳେ, ପାଞ୍ଚ ବର୍ଷ ପୂରନ ହେବା ପୂର୍ବରୁ ବିଧାନ ସଭା ଭଙ୍ଗ କରାଯାଇ ଯଥାଶିଘ୍ର (୬ ମାସ ମଧ୍ୟରେ) ନିର୍ବାଚନ କରାଯାଇ ନୂତନ ବିଧାନ ସଭା ଗଠନ କରାଯାଏ ।
 
ରାଜ୍ୟର ବିଧାନ ସଭାର ଆସନ ସଂଖ୍ୟା ଯେତିକି, ସେତିକି ସମାନ ସଂଖ୍ୟକ ଏକ-ସଭ୍ୟ ବିଶିଷ୍ଟ ଆଞ୍ଚଳିକ ନିର୍ବାଚନ ମଣ୍ଡଳୀରେ ପ୍ରତିରାଜ୍ୟକୁ ବିଭକ୍ତ କରାଯାଇଥାଏ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହୋଇଥାନ୍ତି ।
୪୮ କ ଧାଡ଼ି:
# ସେ ଜଣେ ଭାରତୀୟ ନାଗରିକ ହେଇଥିବେ ।
# ତାଙ୍କର ବୟସ ୨୫ ବର୍ଷରୁ କମ ହୋଇନଥିବ ।
# ସଂସଦଦ୍ଵାରାସଂସଦଦ୍ବାରା ପ୍ରଣୀତ ନିର୍ବାଚନ ଆଇନଦ୍ଵାରାଆଇନଦ୍ବାରା ନିର୍ଦ୍ଧାରିତ ହୋଇଥିବା ଅନ୍ୟ ସମସ୍ତ ଯୋଗ୍ୟତା ସେହି ପ୍ରାର୍ଥୀଙ୍କର ଥିବ ।
ତେବେ ବିଧାନ ସଭାର ସଭ୍ୟପଦ ପାଇଁ ଜଣେ ବ୍ୟକ୍ତି ଅଯୋଗ୍ୟ ଘୋଷିତ ହେବେ, ଯଦି :-
# ସେ କୌଣସି ସରକାରୀ ଲାଭଜନକ ପଦବୀରେ ଅବସ୍ଥାପିତ ହୋଇଥିବେ ।
# ସେ ମସ୍ତିସ୍କ ବିକୃତ ବୋଲି ନ୍ୟାୟାଳୟଦ୍ଵାରାନ୍ୟାୟାଳୟଦ୍ବାରା ବିବେଚିତ ହୋଇଥିବେ ।
# ସେ ନିସ୍ଵନିସ୍ବ ହୋଇଥିବେ ।
# ସେ ଯଦି ଅନ୍ୟ ରାଷ୍ଟ୍ରର ନାଗରିକ ହୋଇଥିବେ ।
ସେ ସଂସଦ ଦ୍ଵରାଦ୍ବରା ପ୍ରଣୀତ ଆଇନର ବ୍ୟବସ୍ଥାନୁସାରେ ଅଯୋଗ୍ୟ ବିବେଚିତ ହୋଇଥିବେ ।
=== କାର୍ଯ୍ୟକାଳ ===
ବିଧାନ ସଭାର କାର୍ଯ୍ୟକାଳ ପାଞ୍ଚବର୍ଷ । ତେବେ ରାଜ୍ୟପାଳ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ବିଧାନ ସଭାକୁ ୫ ବର୍ଷ ସମୟ ସୀମା ପୂରଣ ହେବା ପୂର୍ବରୁ ଭାଙ୍ଗିଦେଇ ପାରନ୍ତି, ତେବେ ଏକ୍ଷେତ୍ରରେ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶ ସର୍ବଦା ରାଜ୍ୟପାଳ ଗ୍ରହଣ କରିବାକୁ ବାଧ୍ୟନୁହନ୍ତି । ଜାତୀୟ ଜରୁରୀ ପରିସ୍ଥିତି ଘୋଷିତ ହୋଇଥିଲେ ବିଧାନ ସଭାର କାର୍ଯ୍ୟକାଳ ପାଞ୍ଚବର୍ଷରୁ ଅଧିକ ୧ ବର୍ଷ ବୃଦ୍ଧି କରାଯାଇ ପାରିବ । କିନ୍ତୁ ଜରୁରୀ ପରିସ୍ଥିତି ଉଠିଗଲେ, ବର୍ଦ୍ଧିତ କାର୍ଯ୍ୟକାଳା ୬ ମାସରୁ ଅଧିକ ହେବ ନାହିଁ
୬୧ କ ଧାଡ଼ି:
 
== ଅଧ୍ୟକ୍ଷ ବା ବାଚସ୍ପତି ==
ବିଧାନ ସଭାର ଅଧ୍ୟକ୍ଷଙ୍କୁ ବାଚସ୍ପତି ଓ ଉପାଧ୍ୟକ୍ଷଙ୍କୁ ଉପବାଚସ୍ପତି କୁହାଯାଏ । ସେ ଦୁଇଜଣ ବିଧାନ ସଭାର ନିର୍ବାଚିତ ସଦସ୍ୟ ଅଟନ୍ତି । ଗୃହର ସଦସ୍ୟମାନଙ୍କଦ୍ଵାରାସଦସ୍ୟମାନଙ୍କଦ୍ବାରା ସେମାନେ ନିର୍ବାଚିତ ହୁଅନ୍ତି । ପରମ୍ପରା ଅନୁସାରେ ବାଚସ୍ପତି ଓ ଉପ-ବାଚସ୍ପତି ନିର୍ଦ୍ଦ୍ଵନ୍ଦରେନିର୍ଦ୍ଦ୍ବନ୍ଦରେ ନିର୍ବାଚିତ ହୋଇଥାନ୍ତି । ବାଚସ୍ପତି ପଦ ଶାସକ ଦଳ ରଖନ୍ତି ଓ ଉପବାଚସ୍ପତି ପଦଟି ବିରୋଧୀଦଳ ନେଇଥାନ୍ତି । ବିରୋଧୀଦଳର ନେତାଙ୍କ ସହିତ ଆଲୋଚନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବାଚସ୍ପତି ପଦପାଇଁ ବିରୋଧୀଦଳର ସହମତି ଆଣିଥାନ୍ତି । ବାଚସ୍ପତି ହେଉଛନ୍ତି ଗୃହର ନିର୍ବିବାଦୀୟ ଓ ନିରପକ୍ଷ ଅଧ୍ୟକ୍ଷ। ସେ ଗୃହର ସଭା କାର୍ଯ୍ୟ ଶୃଙ୍ଖଳାର ସହିତ ପରିଚାଳନା କରନ୍ତି । ଉଭୟ ବାଚସ୍ପତି ଓ ଉପବାଚସ୍ପତି ଗୃହର ସଦସ୍ୟମାନଙ୍କଦ୍ଵାରାସଦସ୍ୟମାନଙ୍କଦ୍ବାରା ନିର୍ବାଚିତ ଓ ବହିଷୃତ ହୁଅନ୍ତି । ଜଣେ ଅନ୍ୟଜଣଙ୍କୁ ଲିଖିତ ଭାବରେ ଜଣାଇ ନିଜ ପଦରୁ ଇସ୍ତଫା ଦେଇଥାନ୍ତି । ବିଧାନ ସଭା ପାଞ୍ଚ ବର୍ଷର ସମୟସୀମା ପୂର୍ବରୁ ଭାଙ୍ଗିଗଲେ , ବାଚସ୍ପତି ପଦ ଶୂନ୍ୟ ରହେନାହିଁ । ନୂତନ ବିଧାନ ସଭା ବିଧିବଦ୍ଧ ଭାବରେ ଗଠିତ ହୋଇ ନୂତନ ବାଚସ୍ପତି ନିର୍ବାଚିତ ହେବା ପର୍ଯ୍ୟନ୍ତ ବାଚସ୍ପତି ନିଜ ଦାୟିତ୍ଵରେଦାୟିତ୍ବରେ ରହନ୍ତି । ୧୪ ଦିନ ପୂର୍ବରୁ ଲିଖିତ ସୂଚନା ଦେଇ ନିର୍ଦ୍ଦିଷ୍ଟ ପ୍ରଣାଳୀ ଅବଲମ୍ବନ ପୂର୍ବକ ଗୃହର ସଦସ୍ୟମାନେ ସଂଖ୍ୟା ଗରିଷ୍ଠ ସମର୍ଥନରେ ବାଚସ୍ପତିଙ୍କୁ ତାଙ୍କ ପଦରୁ ଅପସାରଣ କରନ୍ତି । ବାଚସ୍ପତିଙ୍କର ସ୍ଵତନ୍ତ୍ରସ୍ବତନ୍ତ୍ର ସଚିବାଳ୍ୟ ( ସେକ୍ରେଟେରୀଏଟ୍) ଅଛି ।
 
ଉଭୟ ବାଚସ୍ପତି ଓ ଉପ-ବାଚସ୍ପତି ଅନୁପସ୍ଥିତ ରହିଲେ, ସଭା କାର୍ଯ୍ୟ ପରିଚାଳନା ପାଇଁ ଏକ '''ଅଧ୍ୟକ୍ଷ ମଣ୍ଡଳୀ''' ରହିଛି । ତେବେ ବାଚସ୍ପତି ଅନୁପସ୍ଥିତ ରହିଲେ, ଉପବାଚସ୍ପତି ଗୃହକାର୍ଯ୍ୟ ଚଳାନ୍ତି । ବିଧାନ ସଭାର ବିଧି ଓ ନିୟମାବଳୀକୁ ବାଚସ୍ପତି ଅବତାରଣା କରି ନିଜର ଚୂଡାନ୍ତ ନିଷ୍ପତି ଦେଇଥାନ୍ତି । ବିବାଦୀୟ ବିଷୟରେ ସେ ଗୃହର ମତାମତ ଲୋଡନ୍ତି ଓ ସର୍ବଦଳୀୟ ବୈଠକ ଡାକନ୍ତି । ବାଚନିକ ଭୋଟଦାନ ଓ ଗୋପନୀୟ ଭୋଟଦାନ ପଦ୍ଧତି ଅନୁସରଣ କରି ସେ ଗୃହର ମତାମତ ଘୋଷଣା କରନ୍ତି । ଭୋଟଦାନରେ ସପକ୍ଷ ଓ ବିପକ୍ଷରେ ସମାନ ସଂଖ୍ୟକ ଭୋଟ ମିଳିଲେ, ବାଚସ୍ପତି ନିଜର ନିର୍ଣ୍ଣାୟକ ଭୋଟ ଦେଇଥାନ୍ତି ।
୭୫ କ ଧାଡ଼ି:
|-
|କ
| ପ୍ରଥମ ବିଧାନ ସଭା (ସ୍ଵାଧୀନତାସ୍ବାଧୀନତା-ପୂର୍ବରୁ)
|୦୩ ଫେବୃଆରୀ ୧୯୩୭
|୧୪ ଅକ୍ଟୋବର ୧୯୪୫
୮୧ କ ଧାଡ଼ି:
|-
|ଖ
|ଦ୍ଵିତୀୟଦ୍ବିତୀୟ ବିଧାନ ସଭା (ସ୍ଵାଧୀନତାସ୍ବାଧୀନତା-ପୂର୍ବରୁ)
|୧୮ଅପ୍ରେଲ ୧୯୪୬
|୨୦ ଫେବୃଆରୀ ୧୯୫୨
୯୩ କ ଧାଡ଼ି:
|-
|୨
|ଦ୍ଵିତୀୟଦ୍ବିତୀୟ ବିଧାନ ସଭା
|୧ ଅପ୍ରେଲ ୧୯୫୭
|୨୫ ଫେବୃଆରୀ ୧୯୬୧
୧୫୩ କ ଧାଡ଼ି:
|-
|୧୨
|ଦ୍ଵାଦଶଦ୍ବାଦଶ ବିଧାନ ସଭା
|୨୯ ଫେବୃଆରୀ ୨୦୦୦
|୬ ଫେବୃଆରୀ ୨୦୦୪
୧୬୨ କ ଧାଡ଼ି:
|୧୫ ମଇ ୨୦୦୪
|୧୯ ମଇ ୨୦୦୯
|[[ମହେଶ୍ଵରମହେଶ୍ବର ମହାନ୍ତି]] (୨୧ ମଇ ୨୦୦୪ - ୩୧ ମାର୍ଚ୍ଚ ୨୦୦୮)*<br/> କିଶୋର କୁମାର ମହାନ୍ତି (୧୯ ଅଗଷ୍ଟ ୨୦୦୮ - ୨୫ ମଇ ୨୦୦୯)
|-
|୧୪