"କଇଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୨୬ କ ଧାଡ଼ି:
 
=== ଔଷଧୀୟ ===
କଇଥ ଗଛର ପତ୍ର, ଫଳ, ଫୁଲ, ମଞ୍ଜିରେ ଔଷଧୀୟ ଗୁଣ ଭରିରହିଛି । କଇଥରେ ଜଳୀୟ ଅଂଶ ସହ ପ୍ରୋଟିନ, ଚର୍ବି, କାର୍ବୋହାଇଡ୍ରେଟ, କ୍ୟାଲସିୟମ ଫସଫରସ, ଲୌହ, ଟାନିନ ଆଦି ପୋଷକ ରହିଛି । କଇଥ ଗଛର ପତ୍ର ଥଣ୍ଡା ଓ ଶ୍ଵାସଶ୍ବାସ ରୋଗ ପାଇଁ ଉପକାରୀ । ଚେର କାନରୋଗ ପାଇଁ ବ୍ୟବହାର କରାଯାଏ । ପତ୍ରରେ ଥିବା ଟାନିନ ଘା' ଫୁଲାକୁ କମାଇଥାଏ । କଇଁଥ ଫଳ ଯକୃତ ଏବଂ ହୃଦରୋଗ ଉପଶମ ଆଦିରେ ବ୍ୟବହୃତ ହୋଇଥାଏ । ଏହାର ଶସ [[ତରଳ ଝାଡ଼ା]], [[ଅର୍ଶ]] ପିଲାଙ୍କ ପେଟ ଦୋଷ ନିବାରଣ କରେ । ଏହି ଫଳ [[ଗର୍ଭାଶୟ କର୍କଟ]]କୁ ପ୍ରତିରୋଧ କରେ । କଇଥରେ ଥିବା କ୍ୟାରୋଟିନ ଆଖି ପାଇଁ ଉପକାରୀ । [[ବୃକକରେ ପଥର]] ହେଲେ ଓ କାଶରୁ ଆରାମ ପାଇବା ପାଇଁ କଇଁଥ ଶସ ବ୍ୟବହାର କରାଯାଏ । <ref name="sambadepaper.com"/>
 
* ଜ୍ୱରରେ ବିରେଚକର କାମ କରିଥାଏ (ପତ୍ର)
"https://or.wikipedia.org/wiki/କଇଥ"ରୁ ଅଣାଯାଇଅଛି