"କପିଳାସ ଶିବ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୩୯ କ ଧାଡ଼ି:
 
== ଅବସ୍ଥିତି ଓ ସ୍ଥାପତ୍ୟ ==
ଏହା ସମୁଦ୍ର ପତ୍ତନ ଠାରୁ ୨୨୩୯ ଫୁଟ ଉଚ୍ଚରେ ଅବସ୍ଥିତ । ଏହାର ମୁଖ୍ୟ ମନ୍ଦିରର ଉଚ୍ଚତା ୬୦ ଫୁଟ । ମନ୍ଦିରକୁ ଦୁଇଟି ରାସ୍ତା ଦେଇକି ଯାଇହୁଏ । ୧୩୫୨ ପାହାଚ ଚଢି ଅଥବା ବାରବାଙ୍କି ଘାଟି ରାସ୍ତାଦ୍ଵାରାରାସ୍ତାଦ୍ବାରା ୮ କିଲୋମିଟର ରାସ୍ତା ଦେଇ ଅନାୟାସରେ ମନ୍ଦିର ଉପରକୁ ଯାଇହୁଏ । ଗଙ୍ଗ ବଂଶର ରାଜା [[ପ୍ରଥମ ପୁରୁଷୋତ୍ତମ ଦେବ]] ଏହି ମନ୍ଦିରକୁ ୧୨୪୬ ଖ୍ରୀଷ୍ଟାବ୍ଦରେ ନିର୍ମାଣ କରାଇଥିଲେ । ଏହାର ବାମ ପାର୍ଶ୍ଵରେପାର୍ଶ୍ବରେ ପୟମାର୍ତ କୁଣ୍ଡ ଓ ଡାହାଣ ପାର୍ଶ୍ଵରେପାର୍ଶ୍ବରେ ମରୀଚି କୁଣ୍ଡ ଅବସ୍ଥିତ । ଏହାର ଜଗନମୋହନ କାଠରେ ତିଆରି । ମହାଦେବଙ୍କ ବ୍ୟତୀତ ଦେବୀ [[ପାର୍ବତୀ]],[[ଗଣେଶ]], [[କାର୍ତ୍ତିକେୟ]], [[ବିଷ୍ଣୁ]], ଶ୍ରୀ[[ରାମ]] ଓ [[ଗଙ୍ଗା]] ମାତାଙ୍କ ମନ୍ଦିର ମଧ୍ୟ ଅବସ୍ଥିତ । [[ଜଗନ୍ନାଥ|ଶ୍ରୀଜଗନ୍ନାଥ]]ଙ୍କୁ ପାର୍ଶ୍ଵଦେବତାପାର୍ଶ୍ବଦେବତା ଭାବେ ଅବସ୍ଥାପିତ । ଚନ୍ଦ୍ରଶେଖରଙ୍କ ବ୍ୟତୀତ ଏଠାରେ ବିଶ୍ଵନାଥଙ୍କବିଶ୍ବନାଥଙ୍କ ମନ୍ଦିର ମଧ୍ୟ ଅବସ୍ଥିତ । ସ୍ଥାନୀୟ ଲୋକମାନଙ୍କ ଅନୁସାରେ ବିଶ୍ଵନାଥବିଶ୍ବନାଥ ମନ୍ଦିର ଚନ୍ଦ୍ରଶେଖରଙ୍କ ମନ୍ଦିର ଠାରୁ ଆହୁରି ପୁରୁଣା ସେଥିପାଇଁ ଏହାକୁ ବୁଢା ଲିଙ୍ଗ ମଧ୍ୟ କୁହାଯାଏ।
 
== ଇତିହାସ ==
କପିଳାସ ବାବଦରେ ଅନେକ କିମ୍ବଦନ୍ତୀ ରହିଛି । ଏହାକୁ [[ଶିବ]]ଙ୍କର ଦ୍ଵିତୀୟଦ୍ବିତୀୟ କୈଳାସ କୁହାଯାଉଥିଲା ବେଳେ ମର୍ତ୍ତ୍ୟରେ ଦେବତା ମାନେ ଏଠାରେ ସଭା କରୁଥିବାର ମଧ୍ୟ [[ପୁରାଣ]]ରୁ ଜଣାଯାଏ । ଏଠାରେ [[କପିଳ]] ମୁନିଙ୍କ ଆଶ୍ରମ ଥିଲା ବୋଲି ଏହାକୁ (କପିଳଙ୍କ ଉଆସ) କପିଳାସ ବୋଲି କୁହାଯାଏ । ଆହୁରି ମଧ୍ୟ ତ୍ରେତୟା ଯୁଗ ବେଳେ [[ରାମ|ଶ୍ରୀରାମଚନ୍ଦ୍ର]] [[ସୀତା]]ଙ୍କୁ ତ୍ୟାଗ କରିବା ପରେ [[ବାଲ୍ମୀକି]] ଆଶ୍ରମରେ [[ଲବ ଓ କୁଶ]]ଙ୍କ ସହ ରହୁଥିବା ସ୍ଥାନ ମଧ୍ୟ ଏଠାରେ ରହିଛି ବୋଲି ବିଶ୍ଵାସବିଶ୍ବାସ କରାଯାଉଛି। କିମ୍ବଦନ୍ତୀ କୁହେ ମୟୁରଭଞ୍ଜର ରାଜା ପ୍ରତାପଦେବ ଥରେ ଅଜାଣତରେ ବ୍ରହ୍ମହତ୍ୟା ପାପକଲେ, ଏଥିରୁ ମୁକ୍ତି ପାଇବା ପାଇଁ କପିଲାସ ପର୍ବତ ଉପରେ ତପସ୍ୟା କଲେ । ସେଥିପାଇଁ ଏକ ମଣ୍ଡପ ତିଆରି ହୋଇଥିଲା । ଶିବଙ୍କୁ ସନ୍ତୁଷ୍ଟ କରିବାକୁ ଶିଖରେଶ୍ୱରଙ୍କ ଶରଣାଗତ ହୋଇଥିଲେ । ତପସ୍ୟା ପୀଠ ନିକଟରେ ପର୍ବତର ଶିଖରଦେଶରେ ଏକ ପଥର ଅଛି, ଯାହା ଉପରେ ଆଘାତକଲେ ଭିତରଟି ଫମ୍ପା ଥିବା ପରି ଶବ୍ଦ ଶୁଣାଯାଏ । <ref>ସଂଚାର, ପୃଷ୍ଠା-୧୪ ୮।୩।୨୦୧୮</ref>
 
== ଭ୍ରମଣ ସମୟ ==