"କଳାହାଣ୍ଡି ଜିଲ୍ଲା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Gopinath193 (ଆଲୋଚନା | ଅବଦାନ) ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
||
୫୭ କ ଧାଡ଼ି:
}}
'''କଳାହାଣ୍ଡି''' (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) [[ଓଡ଼ିଶା]]ର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ ।
ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।<ref>P.Mohanty, B. Mishra, Op. Cit,2000; C.R. Mishra, S. Pradhan, op. cit. 1989-1990, Infra, F.N.79</ref>
ଆଗ କାଳରେ ଏହା '''ମହାକାନ୍ତର''' (ଅର୍ଥ ବିଶାଳ ଜଙ୍ଗଲ) ଓ ''କାରୁଣ୍ଡା ମଣ୍ଡଳ'' (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ<!--Manik-->, ଲାଲ ପଥର<!--Garnet (red stone)-->, ବେରୁଜ<!--Beruz-->, ନୀଲମ<!--Neelam (blue stone)-->, ଓ ଆଲେକଜାଣ୍ଡ୍ରା<!--Alexandra--> ଆଦି ମିଳୁଥିବାର ଜଣାଯାଏ । [[ମାଣିକେଶ୍ୱରୀ ମନ୍ଦିର|
== ଭୂଗୋଳ ==
୮୧ କ ଧାଡ଼ି:
== ଲୋକକଳା ==
'''କଳାହାଣ୍ଡି''' ଆକ୍ଷରିକ ଭାବରେ ''କଳାରେ ଭରା ହାଣ୍ଡି''କୁ ବୁଝାଇଥାଏ । ଏହି ଶବ୍ଦ '''ଗୁଡ଼ହାଣ୍ଡି ଗୁମ୍ଫା'''ରେ କଳା ଓ ନାଲି ରଙ୍ଗରେ ଖୋଦିତ ପ୍ରାକ-ଐତିହାସିକ କଳାରୁ ଆସିଥିବା
== ଲୋକ ନାଟ ==
କଳାହାଣ୍ଡିରେ ନାନା ପ୍ରକାର ଆଦିବାସୀ ଓ ଅଣ-ଆଦିବାସୀ ନାଟ ଦେଖିବାକୁ ମିଳିଥାଏ । ଏଠାକାର ନାଚ ବଲାଙ୍ଗିର ଜିଲ୍ଲା ଓ ସମ୍ବଲପୁର ଜିଲ୍ଲାରେ ଦେଖାଯାଉଥିବା [[ଡାଲଖାଇ]], [[ଜାଇଫୁଲ]], [[ରସରକେଳି]], [[ସଜନୀ]] ଆଦି ନାଚ ସହ ସାମଞ୍ଜସ୍ୟ ଦେଖିବାକୁ ମିଳିଥାଏ ।<ref>C. Pasayat, (Ed.) (2008), Paschima Odisara Lokageeta (in Oriya), Bhubaneswar: Folklore Foundation</ref> ସାରି ଗୀତ, ଫୋଲିଆ ଗୀତ, ପ୍ରକୃତି ସହ ଯୋଡ଼ା ନାନାପ୍ରକାରର ଗୀତ ମଧ୍ୟ ଏଠାରେ ପ୍ରଚଳିତ ଯାହା [[କୋରାପୁଟ ଜିଲ୍ଲା]]ର 'ବୋରିଆ ଗୀତ, ନିଆଳିମାଳି, କଳାକୋଳିକ' ଆଦି ଗୀତ ସହ ସାମଞ୍ଜସ୍ୟ ଥିବାର ଦେଖାଯାଏ ।
|