"କେଶ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୩ କ ଧାଡ଼ି:
[[file:Anderson Sophie Young Girl Fixing Her Hair.jpg|right|thumb|250px|ନିଜ ସୁନ୍ଦର କେଶକୁ ସଜାଉଥିବା କନ୍ୟା]]
{{main|କେଶ}}
[[କେଶ]] (ଲାଟିନ୍: Pili, Capellus, ଫ୍ରେଞ୍ଚ୍: Poil, ଇଂରାଜୀ: Hair, ଜର୍ମାନୀ: Haar) [[କେଶ]] କୋମଳରୁ ଆରମ୍ଭ କରି ଦୃଢ଼ତା ପର୍ଯ୍ୟନ୍ତ ରହିଥାଏ । ପ୍ରକୃତି ଥଣ୍ଡା ଏବଂ ଗରମ ପରିବେଶରେ ବସବାସ କରୁଥିବା ଜୀବମାନଙ୍କୁ କେଶ ପ୍ରଦାନ କରିଛନ୍ତି , ଯାହା ମୂଳ କ୍ଷେତ୍ରରେ ଥଣ୍ଡାରୁ ରକ୍ଷା କରେ ଏବଂ ଗରମରେ ଅଧିକ ଉତ୍ତାପରୁ ରକ୍ଷା କରେ । [[ଶରୀର]]ରେ ସହ୍ୟ କରିହେଉନଥିବା ଗରମ ପଡିଲେ, ଶରୀରରୁ ଝାଳ ବାହାରି ଆସିଥାଏ, ତାହା [[କେଶ]] କାରଣରୁ ଗରମରୁ ଅତିଶୀଘ୍ର ଶୁଖେ ନାହିଁ, କୌଣସି କଠିନ ବସ୍ତୁରେ ଅଚାନକ ହେଉଥିବା ପ୍ରହାରରୁ ମଧ୍ୟ କେଶ ବଞ୍ଚେଇଥାଏ । ସାଧାରଣତଃ କେଶ ଵୃଦ୍ଧିବୃଦ୍ଧି, କେଶର ପ୍ରକାର ଏବଂ କେଶ ଯତ୍ନ ଉପରେ ମନୁଷ୍ୟର ଅଧିକତମ ଆଗ୍ରହ କେନ୍ଦ୍ରିତ ହୁଏ । କେଶ ଉପରେ ମନୋଭାବ ମୁଖ୍ୟତଃ କେଶ ଅପସାରଣ ଏବଂ କେଶ ବିନ୍ୟାସ ପଦ୍ଧତି ଉପରେ କେନ୍ଦ୍ରତ ଥାଏ ଯାହା ଭିନ୍ନ ଭିନ୍ନ [[ସଂସ୍କୃତି]] ଏବଂ [[ଐତିହାସିକ]] ପର୍ଯ୍ୟାୟରେ ବିସ୍ତୃତ ଭାବେ ପରିବର୍ତ୍ତିତ ହୋଇଥାଏ । କିନ୍ତୁ ଏହା ଅନେକ ସମୟରେ ବ୍ୟକ୍ତିର ବ୍ୟକ୍ତିଗତ ଧାରଣା ଏବଂ ସାମାଜିକ ଅବସ୍ଥାନ ଯେପରିକି ସେମାନଙ୍କ ବୟସ, ଲିଙ୍ଗ, ଏବଂ ଧର୍ମକୁ ସୂଚିତ କରାଇଥାଏ । <ref>{{cite book|last=Sherrow|first=Victoria|title=Encyclopedia of Hair: A Cultural History|year=2006|publisher=Greenwood Press|location=88 Post Road West, Westport, CT|isbn=0-313-33145-6|page=iv}}</ref>
 
[[file:Vulpes vulpes sitting.jpg|250px|thumb|right|କୋମଳ କେଶଯୁକ୍ତ ପ୍ରାଣୀ]]
"https://or.wikipedia.org/wiki/କେଶ"ରୁ ଅଣାଯାଇଅଛି