"କ୍ଷୀରଚୋରା ଗୋପୀନାଥ ମନ୍ଦିର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Regular Character Changes |
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
||
୨୬ କ ଧାଡ଼ି:
|country = [[ଭାରତ]]
|state/province = [[ଓଡ଼ିଶା]]
|district = [[
|locale =
|elevation_m =
୪୨ କ ଧାଡ଼ି:
}}
'''କ୍ଷୀରଚୋରା ଗୋପୀନାଥ ମନ୍ଦିର''' ରେମୁଣାରେ ଅବସ୍ଥିତ । ଏହା [[
== ଇତିହାସ ==
ଏହା ୧୩ଶ ଶତକରେ [[ଉତ୍କଳ]]ର [[ଗଙ୍ଗ ବଂଶ]]ର ନରପତି ଲାଙ୍ଗୁଳା ନରସିଂହ ଦେବଙ୍କ ଦେଇ ତିଆରି ହୋଇଥିଲା । ଶ୍ରୀପାଦ ମାଧବେନ୍ଦ୍ର ପୁରୀ ଗୋସାଇଁ, ଶ୍ରୀ ଶ୍ରୀ ରସିକାନନ୍ଦ ଦେବ ଗୋସାଇଁ ପ୍ରମୁଖ ସନ୍ଥ ଏଠାରେ ଅନେକ କାଳ କାଟିଛନ୍ତି । ମନ୍ଦିରଠୁ ୧ କି.ମି. ଦୂରରେ ରାଜା ଲାଙ୍ଗୁଳା ନରସିଂହ ଦେବ ଓ ରାଣୀଙ୍କ ଅବସ୍ଥାନର ପ୍ରତୀକ
<ref name=PradiptaDas>ପ୍ରଦୀପ୍ତ ଦାସ.
== '''କିମ୍ବଦନ୍ତୀ''' ==
୫୨ କ ଧାଡ଼ି:
କିମ୍ବଦନ୍ତୀ ଅନୁସାରେ ରାମଚନ୍ଦ୍ର ସୀତାଙ୍କୁ ଗଙ୍ଗାରେ ସ୍ନାନ କରାଇବା ଉଦ୍ଦ୍ୟେଶ୍ୟରେ ଏଠାରେ ଗଙ୍ଗାଙ୍କୁ ସ୍ମରଣ କରି ସାତଟି ଶର ମୁନରେ ସପ୍ତରେଖା ନଦୀ ଖନନ କରିଥିଲେ , ଅଧୁନା ଏହା ନାଳରେ ପରିଣତ ହୋଇଛି ।<ref name=PradiptaDas/>
କୁହାଯାଏ ଥରେ ଜଣେ ଭକ୍ତ ମାଧବେନ୍ଦ୍ର ପୁରୀ, ବୃନ୍ଦାବନର ତାଙ୍କର ସେବିତ ଠାକୁର ଶ୍ରୀ ଗୋପାଳଙ୍କ ପାଇଁ ଜଗନ୍ନାଥ [[ପୁରୀ]]ରୁ ମଲୟ ଚନ୍ଦନ ନେବା ଉଦେଶ୍ୟରେ ବୃନ୍ଦାବନରୁ ଚାଲି ଚାଲି ଆସି ରେମୁଣା ଗୋପୀନାଥ ମନ୍ଦିରରେ ବିଶ୍ରାମ କରିଥିଲେ । ଗୋପୀନାଥଙ୍କଠାରେ ଲାଗିଥିବା କ୍ଷୀରଭୋଗ(ଅମୃତକେଳି)କୁ ଦେଖି ଭୋଗ ପାଇବାର ଇଚ୍ଛା ହୋଇଥିଲା । କିନ୍ତୁ ସେ ଅଯାଚିତ ହୋଇଥିବାରୁ ମନର ଇଚ୍ଛା ପ୍ରକାଶ କଲେ ନହିଁ । ଶ୍ରୀ ଗୋପୀନାଥ ଭକ୍ତର ମନକଥା ଜାଣିପାରି ବାରଟି କ୍ଷୀରଭୋଗ ମଧ୍ୟରୁ ଗୋଟିଏ କ୍ଷୀରଭୋଗ ତାଙ୍କ ପିନ୍ଧିଥିବା ଧୋତିତଳେ ଲୁଚାଇ ରଖି ପୂଜକକୁ ଅର୍ଦ୍ଧରାତ୍ରିରେ ଉଠାଇ ଭକ୍ତ ମାଧବେନ୍ଦ୍ରଙ୍କୁ କ୍ଷୀରଭୋଗ ଦେଇଆସିବା ପାଇଁ ନିର୍ଦେଶ ଦେଲେ । ପୂଜକ ଉଠି ସ୍ନାନକରି ସତକୁ ସତ ଦେଖିଲେ ଗୋପୀନାଥଙ୍କ ଧୋତିତଳେ କ୍ଷୀରଭୋଗଟିଏ ଅଛି । ସେ ତୁରନ୍ତ କ୍ଷୀରଭୋଗଟି ନେଇ ଅନତି ଦୂରରେ ବସି କୀର୍ତନ କରୁଥିବା ମାଧବେନ୍ଦ୍ରଙ୍କୁ ଦେଇଥିଲେ । ମାଧବେନ୍ଦ୍ର ପୁରୀ ସେଇ କ୍ଷୀରଭୋଗ ପାଇ ଆନନ୍ଦରେ ନୃତ୍ୟ କରି ମୁର୍ଚ୍ଛିତ ହୋଇପଡ଼ିଲେ, ପୁଣି ଉଠି ନିଜକୁ ଧିକାର କଲେକି ପ୍ରଭୁ ଗୋପୀନାଥ ତାଙ୍କ ପାଇଁ ରାତ୍ରି ଅନିଦ୍ରା ରହି ଏତେ କଷ୍ଟ କଲେ । ତତ୍ପରେ ସେ ପ୍ରତିଷ୍ଠା ଭୟରେ ସକାଳ ହେବା ପୂର୍ବରୁ ରେମୁଣା ଛାଡି ପୁରୀ ଅଭିମୁଖେ ପଳାୟନ କଲେ। ସେହିଦିନଠାରୁ ଶ୍ରୀ ଗୋପୀନାଥ କ୍ଷୀରଚୋରା ଗୋପୀନାଥ ନାମରେ ପ୍ରସିଦ୍ଧ ହେଲେ । ଭକ୍ତ ମାଧବେନ୍ଦ୍ର ପୁରୀରୁ ମଲୟ ଚନ୍ଦନ ଆଣି ରେମୁଣା ଦେଇ ଫେରିବା ବାଟରେ ଏଠାକାର ଭକ୍ତ ମାନେ ଏଠାରେ ରହିବା ପାଇଁ ଅନୁରୋଧ କଲେ । ସେ ଏଠାରେ ରହଣି ସମୟରେ ତାଙ୍କ ବୃନ୍ଦାବନର ଠାକୁର ଶ୍ରୀ ଗୋପାଳ ନିର୍ଦ୍ଦେଶ ଦେଲେ ଯେ ମୁଁ ଯିଏ ରେମୁଣାର ଗୋପୀନାଥ ସିଏ । ତୁମେ ଗୋପୀନାଥଙ୍କ ଶ୍ରୀଅଙ୍ଗରେ ମଲୟ ଚନ୍ଦନ ଲେପନ କରିଦେଲେ ମୁଁ ପାଇଯିବି । ସେହିଦିନଠାରୁ ଅକ୍ଷୟ ତୃତୀୟା ଓ ଚନ୍ଦନ ପୂର୍ଣ୍ଣମୀରେ ଗୋପୀନାଥଙ୍କ ସର୍ବାଙ୍ଗ ଚନ୍ଦନ ବେଶ ହୁଏ । ଏବଂ ଅକ୍ଷୟ ତୃତୀୟା ଠାରୁ ୪୫ ଦିନଧରି ଭକ୍ତଶ୍ରେଷ୍ଠ ମାଧବେନ୍ଦ୍ର ପୁରୀ
== '''ବିଗ୍ରହ''' ==
[[ଫାଇଲ:Madanmohan Gopinath Govinda Jew.jpg|250px|thumb|ଦେଉଳ ଗର୍ଭଗୃହରେ [[ମଦନମୋହନ]], [[ଗୋପୀନାଥ]] ଓ [[ଗୋବିନ୍ଦ]]ଙ୍କ ବିଗ୍ରହ]]
ଭଗବାନ ଗୋପୀନାଥଙ୍କ ଡାହାଣରେ ମଦନମୋହନ ଓ ବାମରେ ଗୋବିନ୍ଦ ଅଛନ୍ତି । ମଦନମୋହନ ଓ ଗୋବିନ୍ଦଙ୍କୁ ଶ୍ରୀ ରସିକାନନ୍ଦ ପ୍ରଭୁ ୩୫୦ ବର୍ଷ ତଳେ ତାଙ୍କର ଶିଷ୍ୟ ତିହିଡି ସାମନ୍ତ
ସମୟରେ
ଏହି ବିରାଟ
== '''ଭୋଗ''' ==
୭୫ କ ଧାଡ଼ି:
{{ହିନ୍ଦୁ ମନ୍ଦିର}}
{{ବାଲେଶ୍ବର}}
{{କୃଷ୍ଣ}}
୮୧ କ ଧାଡ଼ି:
[[ଶ୍ରେଣୀ:କୃଷ୍ଣ]]
[[ଶ୍ରେଣୀ:୧୩ଶ ଶତକର ଦେଉଳ]]
[[ଶ୍ରେଣୀ:
|