"ଗୁପ୍ତେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧ କ ଧାଡ଼ି:
'''ଗୁପ୍ତେଶ୍ଵରଗୁପ୍ତେଶ୍ବର''' [[କୋରାପୁଟ ଜିଲ୍ଲା]]ର ବୈପାରିଗୁଡ଼ା ନିକଟରେ ଅବସ୍ଥିତ ଏକ ଶୈବପୀଠ ।<ref>[http://www.shaivam.org/siddhanta/spor.htm shaivam.org: Odisha Temples]</ref>ସ୍ଥାନଟି [[କୋରାପୁଟ]] ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର ।
 
== ବିଶେଷତା ==
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । [[ଛତିଶଗଡ଼]]ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି । ପୌରାଣିକ କଥା ଅନୁଯାୟୀ [[ରାମ|ଶ୍ରୀରାମଚନ୍ଦ୍ର]] ଭାଇ [[ଲକ୍ଷ୍ମଣ]] ଓ ପତ୍ନୀ [[ସୀତା]]ଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ । ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି । ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ । ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କଦ୍ଵାରାଲୋକମାନଙ୍କଦ୍ବାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ । ଆଉ ଏକ ବିଶେଷତ୍ଵବିଶେଷତ୍ବ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।<ref name=Utkalprsanga>{{cite book|last=ରାଉଳ|first=ଜ୍ୟୋତ୍ସ୍ନା|title=ଶୈବପୀଠ ଗୁପ୍ତେଶ୍ଵରଗୁପ୍ତେଶ୍ବର|publisher=Govt. of Odisha|pages=71-72|url=http://odisha.gov.in/e-magazine/utkalprasanga/2016/Feb-Mar/Feb-Maroriya.htm}}</ref>
 
== ଆକର୍ଷଣ ==