"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧ କ ଧାଡ଼ି:
{{Infobox writer|image=Dickens Gurney head.jpg|alt=Charles Dickens|caption=୧୮୬୭ରେ ନିଉ ୟର୍କରେ ଡିକେନ୍ସ |birth_name=ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସbirth_date={{birth date|df=yes|1812|2|7}}|birth_place=[[Landport]], Hampshire, England, United Kingdom|death_date={{death date and age|df=yes|1870|6|9|1812|2|7}}|death_place=[[Higham, Kent]], England, United Kingdom|resting_place=[[Poets' Corner]], [[Westminster Abbey]]|occupation=Writer|nationality=British|notableworks={{hlist|''[[The Pickwick Papers]]''|''[[Oliver Twist]]''|''[[Nicholas Nickleby]]''|''[[A Christmas Carol]]''|''[[David Copperfield]]''|''[[Bleak House]]''|''[[Little Dorrit]]''|''[[A Tale of Two Cities]]''|''[[Great Expectations]]''}}|spouse=[[Catherine Dickens|Catherine Thomson Hogarth]]|children={{hlist|[[Charles Dickens, Jr.]]|[[Mary Dickens]]|[[Kate Perugini]]|[[Walter Landor Dickens]]|[[Francis Dickens]]|[[Alfred D'Orsay Tennyson Dickens]]|[[Sydney Smith Haldimand Dickens]]|[[Henry Fielding Dickens]]|[[Dora Annie Dickens]]|[[Edward Dickens]]}}|signature=Charles Dickens Signature.svg}}
 
'''ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ '''( ୭ ଫେବ୍ରୁଆରି ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ [[ବିଶ୍ଵବିଶ୍ବ]]<nowiki/>ର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତରେ ସେ ଭିକ୍ଟୋରିଆନ ଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ  ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ  ଦରିଦ୍ର ବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡର ସାଧାରଣ ଜନ ଜୀବନକୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ଵାନବିଦ୍ବାନ ଓ ସମାଲୋଚକ ମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ଵବିଶ୍ବ ସାହିତ୍ୟରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକାରେ ରହିଛି । 
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>
 
ଡିକେନ୍ସଙ୍କ ଜନ୍ମ [[ଇଂଲଣ୍ଡ]]ର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ  ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
 
 ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ଵାରାମଧ୍ୟମଦ୍ବାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ଵାରାତାହାଦ୍ବାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
 
ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “[http://A%20Christmas%20Carol A Christmas Carol],” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “''[http://Oliver%20Twist Oliver Twist] ''“ଓ “ ''[http://Great%20Expectations Great Expectations]''” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “[http://A%20Tale%20of%20Two%20Cities, A Tale of Two Cities,]”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ବୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ଵରବିଶ୍ବର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ . ଚେଷ୍ଟାରଟନ ଲେଖା ସମୂହରେ ରହିଥିବା ମାନବୀୟ ମୂଲ୍ୟବୋଧ, ବାସ୍ତବିକତା , ହସ୍ୟରସ , ଗଦ୍ୟ ଶୈଳୀ , ଚରିତ୍ର ଚିତ୍ରଣ ଶୈଳୀ ପାଇଁ ଭୂୟସୀ ପ୍ରସଂଶା କରିଥିଲେ । ଅପର ପକ୍ଷରେ ଓସ୍କାର ୱାଇଲ୍ଡ , ହେନେରୀ ଜେମ୍ସ ଓ ଭିର୍ଜିନିଆ ଊଲ୍ଫ ତାଙ୍କର ସାହିତ୍ୟରେ ମନସ୍ତାତ୍ଵିକମନସ୍ତାତ୍ବିକ ଗଭୀରତାର ଅଭାବ ଓ ହୁଗୁଳା ବିଷୟ ଲେଖୁ ଥିବାର ଅଭିଯୋଗ ମଧ୍ୟ କରିଥିଲେ । ତେବେ ତାଙ୍କର ଲେଖାର ଶୈଳୀ “ ଡିକେନ୍ସଆନ” ଶୈଳୀ ଭାବରେ ପରିଚିତ ହେଇ ଦରିଦ୍ର ସାମାଜିକ ଅବସ୍ଥା ଓ ହାସ୍ୟ- କାରୁଣ୍ୟର ପରିଚୟ ଦେଇଥିଲା । 
<ref>[http://www.oxforddictionaries.com/definition/english/Dickensian "Oxford Dictionaries&nbsp;– Dickensian"]. </ref>
 
୧୫ କ ଧାଡ଼ି:
[[ଫାଇଲ:ChathamOrdnanceTerrCrop.jpg|alt=photograph|thumb|1817 ମସିହାରୁ 1821 ମସିହା ଯାଏ ଡିକେନ୍ସ ରହୁଥିବା ଗୃହ ଚଠାମ ଠାରେ <br>
<ref>Simon Callow, Charles Dickens and the Great Theatre of the World, p.9</ref>]]
 ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ୭ ଫେବ୍ରୁଆରି ୧୮୧୨ ମସିହାରେ ପୋର୍ଟ ସୀ ଦ୍ଵିପରଦ୍ବିପର , ମାଇଲ ଏଣ୍ଡ ଟେରାସ ( ବର୍ତମାନ ତାହା ୩୯୩ କମରସିଆଲ ରୋଡ )ଠାରେ ଜନ୍ ଡିକେନ୍ସ ଓ ଏଲିଜାବେଥ ଡିକେନ୍ସଙ୍କ  ଆଠଟି ସନ୍ତାନ ମଧ୍ୟରୁ ଦ୍ଵିତୀୟଦ୍ବିତୀୟ ସନ୍ତାନ ଭାବରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତା ବ୍ରିଟିଶ ନେଭିର ଜଣେ ଅଫିସର ଭାବରେ ସେଠାରେ ଅସ୍ଥାୟୀ ଭାବରେ ସ୍ଥାନିତ ଥିଲେ <span>''  ''ତାଙ୍କ ପିତାଙ୍କ ବନ୍ଧୁ ତଥା ଏକ କମ୍ପାନୀର ମାଲିକ  "ଚୃଷ୍ଟୋଫଫର ହୁଫ୍ଫାମ "ଚାର୍ଲ୍ସଙ୍କ ଧରମବାପା ଭାବରେ ଥିଲେ ଓ ପରବର୍ତୀ କାଳରେ ଡିକେନ୍ସ ତାଙ୍କ ଉପନ୍ୟାସ " Dombey and Sons"( ୧୮୪୮ ମସିହାରେ ରଚିତ ) ନାମକ ଏକ ଉପନ୍ୟାସରେ ଜାହାଜ କମ୍ପାନୀର ମାଲିକ ଭାବରେ ତାଙ୍କର ଚରିତ୍ରକୁ ହିଁ ଚିତ୍ରଣ କରିଥିବାର ବିଶ୍ଵାସବିଶ୍ବାସ କରାଯାଇଥାଏ । </span>
 
I୧୮୧୫ ମସିହାରେ ଜନ  ଡିକେନ୍ସଙ୍କୁ ଇଂଲଣ୍ଡରେ ସ୍ଥାପିତ କରାଗଲା ଓ ସେତେବେଳେ ଚାର୍ଲ୍ସଙ୍କୁ ୪ ବର୍ଷ ହେଇଥିଲା । ସେ ୧୧ ବର୍ଷ ହେବା ଯାଏ ସେଠାରେ ଶିର୍ନେସ ଓ କେଣ୍ଟଠାରେ ରହିଥିଲେ ।<ref>Charles Dickens and the Great Theatre of the World, Simon Callow, p.5</ref> ତାଙ୍କର ବାଲ୍ୟ କାଳ ଅତ୍ୟନ୍ତ ସାଧାରଣ ଥିଲା ଓ ଏକ ବୃହତ ପରିବାରରେ ଥିବା ହେତୁ ବିଶେଷ କିଛି ସ୍ଵତନ୍ତ୍ରସ୍ବତନ୍ତ୍ର ଯତ୍ନ ପାଇ ନଥିଲେ । .<ref>{{Harvard citation no brackets|Forster|2006|p=13}}.</ref>
 
 ବାଳକ ଚାର୍ଲ୍ସ ବେଶି ସମୟ ବାହାରେ ରହୁଥିଲେ ଓ ଜଣେ ସର୍ବଗ୍ରାସି ପାଠକ ଥିଲେ । ସେ ତାଙ୍କ ସମୟରେ ଜନପ୍ରିୟ  ଥିବା "ତୋବିଅସ ସ୍ମଲେଟ" , "ହେନେରୀ ଫିଲଡିଙ୍ଗ"  ଆଦି ଲେଖକଙ୍କ ଚିତ୍ରିତ ଉପନ୍ୟାସ ଓ "ରବିନସନ କୃଶୋ " ," ଗିଲ ବ୍ଳାସ " ପରି ଜନପ୍ରିୟ  ଉପନ୍ୟାସ ପଢିବା ସହ " ଆରବିଆନ ନାଇଟ" "ଏଲିଜାବେଥ ଇଞ୍ଚବାଲ୍ଡ"<ref>Simon Callow, Charles Dickens and the Great Theatre of the World, p.7</ref>ଙ୍କ ହାସ୍ୟ ଲେଖବଳି ସଂଗ୍ରହକୁ ବାରମ୍ବାର ପଠନ କରୁଥିଲେ । ତାଙ୍କର ସ୍ମୃତି ଶକ୍ତି ପ୍ରଖର ଥିଲା ଓ ତାହା ତାଙ୍କ ପାଇଁ ପରବର୍ତୀ ଲେଖକ ଜୀବନରେ ବହୁ ଉପାଦେୟ ହେଇଥିଲା ।  ସେ ଜନସାଧାରଣଙ୍କ ଭିତରେ ଲକ୍ଷ୍ୟ କରୁଥିବା ଘଟଣା  ସବୁ ମନେ ରଖିପାରୁଥିଲେ ଓ ଉପନ୍ୟାସ ରଚନା ବେଳେ ସେହି ଘଟଣା ବଳିକୁ ସୁନ୍ଦର ରୂପ ଦେଇ କାଳ୍ପନିକ ଚରିତ୍ର ସବୁ<ref>{{Harvard citation no brackets|Ackroyd|1990|pp=22–24:29–30}}.</ref>ର ଚିତ୍ରଣ କରିପାରୁଥିଲେ ।ସେ କିଛି କାଳ ନୌସେନା ବିଭାଗ  ରେ ତାଙ୍କ ପିତାଙ୍କ ସ୍ଥାନରେ ଦରମା ଅଫିସର ଭାବରେ କାର୍ଯ୍ୟ ପାଇଥିଲେ ଓ ସେହି ସମୟରେ କିଛି ବେସରକାରୀ ସ୍କୁଲ ଶିକ୍ଷ୍ୟା ହାସଲ କରିଥିଲେ ।  <ref>{{Harvard citation no brackets|Ackroyd|1990|p=41}}.</ref>
୩୧ କ ଧାଡ଼ି:
 
 
 ତାଙ୍କର "David Copperfield "<ref>{{harvnb|Cain|2008|p=91}}.</ref> ଉପନ୍ୟାସରେ ଥିବା ସେହି ସଦୃଶ ଅବହେଳିତ ବାଳକ ଚରିତ୍ର "ଡାଭିଡ" ପ୍ରକୃତରେ ତାଙ୍କ ନିଜ ବାଲ୍ୟାବସ୍ଥାର ଘରଣାବଳୀଦ୍ଵାରାଘରଣାବଳୀଦ୍ବାରା ପ୍ରେରିତ ହେଇଥିଲା ।ସେ ଲେଖିଥିଲେ , 
 
" ମୁ କାହା ଠାରୁ ଉତଶାହ ପାଇ ନାହିଁ , ଶାନ୍ତନା ପାଇ ନାହିଁ , ସାହାଯ୍ୟ ପାଇ ନାହିଁ, ଦୟା ପାଇ ନାହିଁ , ଓ ଏହି ହିସାବରେ ମୁ ସ୍ଵର୍ଗକୁସ୍ବର୍ଗକୁ ଯିବାର ଆଶା ରଖିଛି । "
 "I had no advice, no counsel, no encouragement, no consolation, no assistance, no support, of any kind, from anyone, that I can call to mind, as I hope to go to heaven!"
 
୫୭ କ ଧାଡ଼ି:
 ୧୮୪୨ ମସିହାରେ ସେ ସପତ୍ନୀକ ଆମେରିକା ଯାତ୍ରା କରିଥିଲେ <ref>Simon Callow, Charles Dickens and the Great Theatre of the World, p 98</ref>। ସେହି ସମୟରେ କାଥେରୀନଙ୍କ ଭଗିନୀ ଜର୍ଜିନା <ref>{{harvnb|Jones|2004|p=7}}</ref>ତାଙ୍କର ପରିବାରର ଦେଖଣା କାର୍ଯ୍ୟ କରିଥିଲେ ଓ ସେ ୧୮୭୦ ମସିହାରେ ଡିକେନ୍ସଙ୍କ ମୃତ୍ୟୁ ଯାଏ ପରିବାର ସହ ରହିଥିଲେ । ତାଙ୍କ ଚରିତ୍ର ଚିତ୍ରଣ ଡିକେନ୍ସ ତାଙ୍କ  "Agnes Wickfield" ଚରିତ୍ରରେ ଚିତ୍ରଣ କରିଥିଲେ । .<ref>{{harvnb|Ackroyed|1990|pgs.=225-229}}</ref>
[[ଫାଇଲ:Charles_Dickens_sketch_1842.jpg|ବାଆଁ|thumb|Sketch of Dickens in 1842 during American Tour. Sketch of Dickens's sister Fanny, bottom left]]
 ଡିଏନ୍ସ ତାଙ୍କର ଆମେରିକା ଭ୍ରମଣର ଅନୁଭୂତି ସବୁକୁ "  American Notes for General Circulation " ନାମକ ଭ୍ରମଣ ପୁସ୍ତକରେ ଲିପିବଦ୍ଧ କରିଛନ୍ତି । ସେଥିରେ ସେ ଆମେରିକାରେ ଥିବା କୃଷ୍ଣକାୟ ମାନଙ୍କୁ କ୍ରୀତଦାସ<ref>{{harvnb|Moore|2004|pp=44–45}}</ref> ଭାବରେ ରଖିବା ପ୍ରଥାକୁ ଗଭୀର ସମାଲୋଚନା କରିଥିଲେ । କିନ୍ତୁ ଆମେରିକାର କେତେକ ସମାଲୋଚକ ତାଙ୍କୁ ବର୍ଣ ବିଦ୍ବେଷବାଦୀ ବୋଲି ମଧ୍ୟ ଆଖ୍ୟା ଦେଇଥିଲେ । ସେ ନିଉୟର୍କ ସହରରେ ମାସେ କାଳ ଅବସ୍ଥାନ କରିଥିଲେ । ସେହି ସମୟରେ ସେ ବ୍ୟାପକ ଭାବରେ ବକୃତା ମାନ ଦେଇଥିଲେ ଆମେରିକାରେ ତାଙ୍କର ଲେଖା ଗୁଡିକର ସତ୍ଵବାଦୀସତ୍ବବାଦୀ ଅଧିକାର<ref>{{harvnb|Tomalin|2011|pp=128–132}}.</ref><ref>{{harvnb|Ackroyd|1990|pp=345–346}}.</ref><ref>{{harvnb|Tomalin|2011|p=127}}.</ref>ର ଉଲ୍ଲଘନ ହେଇଥିବାର ଅଭିଯୋଗ କରିଥିଲେ । ତେବେ ଆମେରିକାନ ସାମ୍ବାଦିକ ମନେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ । ତଥାପି ସେ ଆମେରିକାରେ ତାଙ୍କର ଉତ୍କୃଷ୍ଟ ଲେଖା ପାଇଁ ବହୁଳ ପ୍ରଶଂଷିତ ହେଇଥିଲେ । 
 
 
୬୩ କ ଧାଡ଼ି:
ତାଙ୍କର [ ଆମେରିକା] ଅନୁଭୂତିରୁ ସେ ଅନେକ ନୂତନ ଚରିତ୍ର ଚିତ୍ରଣ ପାଇଁ କଥାବସ୍ତୁ ପାଇଥିଲେ ଓ ତାହାର ସଦୁପଯୋଗ ତାଙ୍କର ପରବର୍ତୀ ଲେଖା ମାନଙ୍କରେ ତାହା ସ୍ଥାନିତ କରିଥିଲେ । .
 
୧୮୪୪ ମସିହାରେ ଡିକେନ୍ସ ଇଟାଲୀରେ କିଛି କାଳ ଅବସ୍ଥାନ କରି ସେଠାରୁ ସ୍ଵିଜର୍ଲାଣ୍ଡସ୍ବିଜର୍ଲାଣ୍ଡ ଯାତ୍ରା କରିଥିଲେ । ଏହି ସମୟ ମଧ୍ୟରେ ରଚନା କରିଥିବା  "Dombey and Son" (୧୮୪୬-48) ଓ  "David Copperfield" (୧୮୪୯-୫୦ ) ଉପନ୍ୟାସର ବିଷୟବସ୍ତୁ ଅଧିକ ଗଭୀରତାର ସହିତ ସାବଧାନତା ସହ ଯୋଜନା କରି ଲେଖା ଯାଇଥିବାର  ଦେଖାଯାଇଥାଏ । 
 
== ଦାତବ୍ୟତା ==
୮୮ କ ଧାଡ଼ି:
୧୮୬୫ ଜୁନ ୯ ତାରିଖରେ ଡିକେନ୍ସ ପାରିସରୁ ଫେରୁଥିବା ବେଳେ ରେଳ ଦୁର୍ଘଟଣାର ସମ୍ମୁଖୀନ ହେଇଥିଲେ । ସୌଭାଗ୍ୟ ଯୋଗୁ କେବଳ ସେ ବସିଥିବା ବଗି ସେତୁ ଉପରୁ ଖସି ପଡିବାରୁ ବର୍ତି ଯାଇଥିଲା ଓ ସେ ନିଶ୍ଚିତ ମୃତ୍ୟୁରୁ ବଞ୍ଚିଯାଇଥିଲେ । ସିଗନ୍ଯାଲ ମେନର ତ୍ରୁଟି ଯୋଗୁଁ ଏହା ଘଟିଥିଲା । .<ref>{{harvnb|Ackroyd|1990|pp=959–961}}.</ref>.<ref>{{cite web|url=http://omf.ucsc.edu/dickens/staplehurst-disaster.html|title=The Staplehurst Disaster|accessdate=28 February 2015}}</ref>
 
== ଆମେରିକାକୁ ଦ୍ଵିତୀୟଦ୍ବିତୀୟ ଭ୍ରମଣ ==
 
== ବିଦାୟକାଳୀନ ବକୃତା ==
<span>୧୮୬୮-୬୯ ବେଳକୁ ଡିକେନ୍ସଙ୍କ ଶ୍ଵାସ୍ୟଶ୍ବାସ୍ୟ ଅବସ୍ଥା ଖରାପ ଆଡକୁ ଯାଇଥିଲା । ସେ ହୃଦଘାତରେ ମଧ୍ୟ ପଡିଥିଲେ । ତେବେ ସେ ସେହି ସମୟ ମଧ୍ୟରେ ପରି ୧୦୦ଟି ବକୃତା ବିଭିନ୍ନ ସ୍ଥାନରେ ଦେଇଥିଲେ ଯାହାକୁ " farewell readings" ବା " ବିଦାୟକାଳୀନ ବକୃତା ମାଳ " କୁହାଯାଇଥାଏ । ଏହି ସମୟରେ ସେ ତାଙ୍କର ଶେଷ ଉପନ୍ୟାସ  " The Mystery of Edwin Drood." ରଚନା କରିଥିଲେ । ଏହା ସାଂପ୍ରତିକ ସମୟରେ ଇଂଲଣ୍ଡରେ ଭୟଙ୍କର ରୂପ ନେଇଥିବା " ନିଶା " ପ୍ରଚଳନ ଉପରେ ପର୍ଜ୍ୟବେଶିତ ଥିଲା । </span>.<ref>{{harvnb|Foxcroft|2007|p=53}}.</ref>
 
== ମୃତ୍ୟୁ ==
୯୮ କ ଧାଡ଼ି:
 
== ସାହିତ୍ୟିକ ଶୈଳୀ ==
<ref>{{harvnb|Vlock|1998|p=30}}.</ref>ଚାର୍ଲ୍ସ ଡିଲେନ୍ସ ତାଙ୍କର ଲେଖାରେ ପୁରାତନ ୧୮ ଶ ଶତାବ୍ଦୀର ଚିତ୍ରମୟ ଶୈଳୀକୁ ଗ୍ରହଣ କରିଥିଲେ । ଲୋକ କଥା " The Arabian   Night 'ର ଶୈଳୀ  ଦ୍ଵାରାଦ୍ବାରା ତାଙ୍କର  ଲେଖା ବହୁଳ ଭାବରେ ପ୍ରଭାବିତ ରହିଥିଲା । ତାଙ୍କ ଲେଖାରେ ସୃଜନଶୀଳତା , ଚରିତ୍ରର ନିଖୁଣ ବର୍ଣ୍ଣନା ଅତି ପ୍ରାକୃତିକ ଭାବରେ ରହୁଥିଲା । ଏହି ସବୁ ଲେଖାରେ ସେ ନାଟକୀୟତା କିଛି ମାତ୍ରାରେ ରଖୁଥିଲେ ମଧ୍ୟ ତାହା ବାସ୍ତବିକତା ସହ ଖାପ ଖାଇ ରହୁଥିଲା ।<ref>{{harvnb|Vlock|1998|p=30}}.</ref> <ref>{{harvnb|Ackroyd|1990|pp=44–45}}.</ref>
[[ଫାଇଲ:Dickens_dream.jpg|thumb|''ଡିକେନ୍ସ ଡ୍ରିମ'' ରବର୍ଟ ୱିଲିୟମ ବସ ବକ ଚିତ୍ରରେ ଡିକେନ୍ସ , ତାଙ୍କ ଚିତ୍ରିତ ଚରିତ୍ର ମାନଙ୍କ ସହ ]]
 
୧୦୬ କ ଧାଡ଼ି:
=== ଆତ୍ମଜୀବନୀ ମୂଳକ ଚରିତ୍ର ===
[[ଫାଇଲ:David_Copperfield,_We_are_disturbed_in_our_cookery.jpg|ଡାହାଣ|thumb|An original illustration by Phiz from the novel "David Copperfield", widely regarded as Dickens's most autobiographical work]]
 ତାଙ୍କର ସବୁ ଚରିତ୍ରର ଆଧାର ବାସ୍ତବ ଜୀବନରୁ ଆଣିଥିବା ବେଳେ " David copperfield " ଉପନ୍ୟାସର ମୁଖ୍ୟ ଚରିତ୍ର ଭାବରେ ଡାଭିଡ ତାଙ୍କ ନିଜ ଜୀବନ ଅନୁଭୂତିରୁ ଆଣିଥିବା ଲକ୍ଷ୍ୟ କରାଯାଇଥାଏ । ଏପରିକି " BleakHouse " ଉପନ୍ୟାସର କୋଟ ରୁମ ଘଟଣା ବଳି ତାଙ୍କ ନିଜସ୍ଵନିଜସ୍ବ କେସର ଘଟଣା ବଳି ସହ ସାମଞ୍ଜସ୍ଯ ରହିଛି ।<ref>{{harvnb|Polloczek|1999|p=133}}.</ref> <ref>{{harvnb|Ackroyd|1990|p=653}}.</ref>
[[ଫାଇଲ:Charles_Dickens,_public_reading,_1867.jpg|ବାଆଁ|thumb|ଡିକେନ୍ସଙ୍କ ୧୮୬୭ ମସିହାର ଏକ ଫୋଟୋ ]]