"ଚୈତନ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୫ କ ଧାଡ଼ି:
|caption = ଚୈତନ୍ୟ ମହାପ୍ରଭୁ
|birth_date = {{Birth date|df=yes|1486|02|18}}
|birth_place= [[ନବଦ୍ଵୀପନବଦ୍ବୀପ]], ବର୍ତ୍ତମାନ [[ପଶ୍ଚିମବଙ୍ଗ]]ର [[ନଦିଆ]],
|birth_name =ବିଶ୍ଵମ୍ଭରବିଶ୍ବମ୍ଭର ମିଶ୍ର (ନିମାଇଁ)
|death_date = {{Death date and age|df=yes|1534|06|14|1486|02|18}}
|death_place = [[ପୁରୀ]]
୧୬ କ ଧାଡ଼ି:
}}
'''ଚୈତନ୍ୟଦେବ''' (୧୪୮୬-୧୫୩୪),<ref name="gaudiyahistory.com">[http://gaudiyahistory.com/caitanya-mahaprabhu/]</ref>
ଭାରତରେ ଭକ୍ତିବାଦର ଜଣେ ଜଣାଶୁଣା ପ୍ରଚାରକ । ସେ ଗଙ୍ଗାକୂଳବର୍ତ୍ତୀ ନବଦ୍ଵୀପରେନବଦ୍ବୀପରେ ଏକ ବଙ୍ଗାଳୀ ହିନ୍ଦୁ ପରିବାରରେ ଶଚୀଦେବୀ ଓ ଜଗନ୍ନାଥ ମିଶ୍ରଙ୍କ ପୁତ୍ର ରୂପେ ଦୋଳପୂର୍ଣ୍ଣମୀ ସଂଧ୍ୟା ଚନ୍ଦ୍ରଗ୍ରହଣ ସମୟରେ ୧୪୮୬ ଖ୍ରୀଷ୍ଟାବ୍ଦ ଫେବୃଆରୀ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।<ref>http://lordcaitanya.com/prologue/en1</ref>
ଇତିହାସ ଦୃଷ୍ଟିରୁ ତାଙ୍କ ପୂର୍ବ ପୁରୁଷ ଥିଲେ ଓଡ଼ିଆ ଓ ତାଙ୍କର ଅନେକ ପାର୍ଷଦ ମଧ୍ୟ ଥିଲେ ଓଡ଼ିଶାର । ତାଙ୍କ ନାମ ଥିଲା ବିଶ୍ୱମ୍ଭର ମିଶ୍ର, ଗୌରହରି, ନିମାଇଁ, ମହାପ୍ରଭୁ ଏବଂ ସନ୍ୟାସ ନାମ ଶ୍ରୀକୃଷ୍ଣ ଚୈତନ୍ୟ । ସେ ଅଳ୍ପ ବୟସରୁ ସେ କୃଷ୍ଣଙ୍କ ନାମ ଜପ କରିବା ସହ ଭଜନ ଗାଇବା ଆରମ୍ଭ କରିଥିଲେ ।<ref>[http://vedabase.net/cc/adi/14/22/en1 CC Adi lila 14.22]</ref>
ତାଙ୍କ ଦୀକ୍ଷାଗୁରୁ ଥିଲେ ଈଶ୍ୱର ପୁରୀ ଏବଂ ସନ୍ୟାସ ଗୁରୁଙ୍କ ନାମ କେଶବ ଭାରତୀ ।<ref>[http://www.vedabase.net/tlc/17/en1 Teachings of Lord Chaitanya] "They were surprised to see Lord Chaitanya after He accepted his sannyasa order from Kesava Bharati"</ref>
୪୭ କ ଧାଡ଼ି:
ପୁରୀକୁ କେନ୍ଦ୍ର କରି ସେ ସମଗ୍ର ବିଶ୍ୱରେ ଜଗନ୍ନାଥ ସଂସ୍କୃତିର ପରିପ୍ରସାର କରିଥିଲେ । ରାକ୍ଷସ ସ୍ୱଭାବ ଜଗାଇ ମାଧାଇଙ୍କ ଚିତ୍ତ ପରିବର୍ତ୍ତନ କରି ଦେଇଥିଲେ । ତାଙ୍କୁ [[ସଂକୀର୍ତ୍ତନ]]ର ପିତା ବୋଲି କୁହାଯାଏ, ଓଡ଼ିଶାର ସଂକୀର୍ତ୍ତନ ଗାୟକମାନେ କୀର୍ତ୍ତନ ଆରମ୍ଭରେ "ମମ ପ୍ରାଣ ଗୌରାଙ୍ଗ ହେ' ବୋଲି ଉଚ୍ଚାରଣ କରନ୍ତି । ତାଙ୍କ ଧର୍ମ ପ୍ରଚାର ଫଳରେ ଓଡ଼ିଶା ଦୁର୍ବଳ ହୋଇଯିବା କେହି କେହି କହିଥାଆନ୍ତି, ଏହି ମତକୁ କିନ୍ତୁ ଐତିହାସିକ ପ୍ରଭାତ ମୁଖାର୍ଜୀ ଇତ୍ୟାଦି ଖଣ୍ଡନ କରିଛନ୍ତି । ଯୁବକ ସମୟରେ ସେ ସଂସ୍କୃତ ଅଧ୍ୟାପକ ଥାଇ ଦିଗବିଜୟୀ ପଣ୍ଡିତମାନଙ୍କୁ ପରାସ୍ତ କରିଥିଲେ ମଧ୍ୟ ତାଙ୍କର ସ୍ୱଭାବ ଥିଲା ନମ୍ର । ଭାରତବର୍ଷର ବିଶିଷ୍ଟ ପଣ୍ଡିତମାନେ ତାଙ୍କ ପ୍ରଭାବରେ କୃଷ୍ଣ ଭକ୍ତ ହୋଇଥିଲେ । ସେ ବହୁ ଭକ୍ତଙ୍କୁ [[ବିଷ୍ଣୁ]]ଙ୍କର ବିଭିନ୍ନ ଅବତାର ରୂପେ ଦର୍ଶନ ଦେଇଛନ୍ତି । ଓଡ଼ିଶାରେ ସେ ଦେଖାଇଥିବା ଷଡ଼ଭୂଜ ଗୌରାଙ୍ଗ ମୂର୍ତ୍ତିି ଓ ତାଙ୍କ ଶ୍ରୀପାଦପଦ୍ମ ପୁରୀ [[ଶ୍ରୀମନ୍ଦିର]] ବେଢ଼ାରେ ପୂଜା ପାଉଛନ୍ତି ।
 
ସେ ତାଙ୍କର ଶତ ଶତ ଗୌଡ଼ୀୟ ଓ ଉତ୍କଳୀୟ ଶିଷ୍ୟଙ୍କ ସାହାଯ୍ୟରେ ସ୍ଵସ୍ବ ଧର୍ମମତ ଉତ୍କଳ ଓ ବଙ୍ଗଦେଶରେ ପ୍ରଚାର କରିଥିଲେ । ଏହି ଧର୍ମର ମୂଳତତ୍ତ୍ଵମୂଳତତ୍ତ୍ବ ହେଲା ପ୍ରେମ ଓ ଭଗବାନ [[କୃଷ୍ଣ]]ଙ୍କଠାରେ ଗଭୀର ଭକ୍ତି । ସେ ଜାତିଧର୍ମନିର୍ବିଶେଷରେ ଶିଷ୍ୟ ଗ୍ରହଣ କରୁଥିଲେ । ତାଙ୍କର ମୁସଲମାନ ଶିଷ୍ୟ ହରିଦାସ ଯବନ ହରିଦାସ ନାମରେ ପ୍ରସିଦ୍ଧ ଲାଭ କରିଥିଲେ । ଉତ୍କଳ ଓ ବଙ୍ଗର ହିନ୍ଦୁସମାଜ ତାଙ୍କ ଧର୍ମମତ ପ୍ରଚାରଦ୍ଵାରାପ୍ରଚାରଦ୍ବାରା ବିଶେଷ ଭାବରେ ପ୍ରଭାବିତ ହେଇଥିଲା ।<ref>http://www.britannica.com/EBchecked/topic/88600/Chaitanya-movement</ref><ref>http://www.scsmath.com/docs/chaitanya_mahaprabhu.html</ref>
 
ତତ୍କାଳୀନ ଶାସକଙ୍କ ବିରୋଧରେ ଆଇନ ଅମାନ୍ୟ କୃଷ୍ଣ [[ନାମ]] ସଂକୀର୍ତ୍ତନ ଆନ୍ଦୋଳନ କରି ଚାନ୍ଦକାଜୀଙ୍କୁ ସାଧୁ କରାଇ ଦେଇଥିଲେ । ଚୈତନ୍ୟ ଦେବ [[ବେଦ]] ଓ ଭାଗବତୋକ୍ତ ସାମ୍ୟବାଦର ପ୍ରବର୍ତ୍ତକ । ଜାତିଭେଦକୁ ସେ ଦୂର କରି ଯବନ ହରିଦାସ ଠାକୁରଙ୍କୁ ତାଙ୍କ ନାମ ଆନ୍ଦୋଳନର ଆଚାର୍ଯ୍ୟ କରାଇଥିଲେ । ରାମାନନ୍ଦ ରାୟଙ୍କଦ୍ୱାରା ଭକ୍ତି ତତ୍ତ୍ୱର ଶିକ୍ଷା ପ୍ରଚାର କରାଇଥିଲେ । ତାଙ୍କର ଅନୁଜ ଶ୍ରୀ ରୂପ ସନାତନାଦି ବ୍ରଜର ଗୋସ୍ୱାମୀମାନେ [[ସଂସ୍କୃତ]]ରେ ବହୁ ଉଚ୍ଚକୋଟୀର ଗ୍ରନ୍ଥ ପ୍ରଣୟକରିଛନ୍ତି । ତାଙ୍କ ଦାର୍ଶନିକ ମତବାଦର ନାମ ଅଚିନ୍ତ୍ୟ ଭେଦାଭେଦବାଦ, ବେଦାନ୍ତର ଏହି ପ୍ରାଚୀନ ମତବାଦ ଉପରେ ଶ୍ରୀଚେତନ୍ୟାନୁଜ [[ଓଡ଼ିଶା]]ର ବଳଦେବ ବିଦ୍ୟାଭୂଷଣ ଗୋବିନ୍ଦ ଭାଷ୍ୟ ପ୍ରଣୟନ କରିଛନ୍ତି । ଠାକୁର [[ନିଗମାନନ୍ଦ ସରସ୍ୱତୀ]] ଚୈତନ୍ୟଙ୍କୁ ଶେଷ ଅବତାର ବୋଲି କହିଛନ୍ତି ।
"https://or.wikipedia.org/wiki/ଚୈତନ୍ୟ"ରୁ ଅଣାଯାଇଅଛି