"ଜବାହରଲାଲ ନେହେରୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 106.222.98.51 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Jnanabotଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୩୯ କ ଧାଡ଼ି:
}}
 
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀସ୍ବରୂପରାଣୀ ଥିଲା । ସେ ସ୍ଵାଧିନସ୍ବାଧିନ [[ଭାରତ]]ର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ [[ହୃଦ୍‌ଘାତ]] ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
 
== ପିଲାଦିନ ==
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ(୧୮୬୧-1931) ସେ ଜଣେ ଧାନଶଳୀ ବାରିଷ୍ଟର ଥିଲେ, ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଥିଲେ । ଓ ମାତାଙ୍କ ନାମ ସ୍ଵରୂପରାଣୀସ୍ବରୂପରାଣୀ(୧୮୬୮-୧୯୩୮) ଥିଲା ।ଜବାହରଲାଲ ନେହେରୁଙ୍କର ଦୁଇ ଭଉଣୀ ଥିଲେ । ବିଜୟ ଲକ୍ଷ୍ମୀ ତାଙ୍କର ବଡ ଭଉଣୀ ଥିଲେ,ସେ [[United Nations General Assembly]]ର ପ୍ରଥମ ମହିଳା ସଭାପତି ଥିଲେ । କ୍ରୀଷ୍ଣା ହୂଥୀସିଙ୍ଗ ତାଙ୍କର ଆଉଜନେ ଭଉଣୀ ଥିଲେ । ସେ ଜଣେ ପୁସ୍ତକ ଲେଖିକା ଥିଲେ ।
 
ସେ ଅକ୍ଟୋବର ୧୯୦୭ ମସିହାରେ ସ୍ନାତକ କରିବା ପାଇଁ ତ୍ରିନିତୀ ମହାବିଦ୍ୟାଳୟ, କେମ୍ବ୍ରିଜ ଯାଇଥିଲେ । ସେ ୧୯୧୦ ମସିହାରେ ପ୍ରକୃତିକ ବିଜ୍ଞାନରେ ସ୍ନାତକ ସାରିଥିଲେ ।୧୯୧୦ ମସିହାରେ ସେ ଓକିଲାତି କରିବା ପାଇଁ ଲଣ୍ଡନ ଯାଇଥିଲେ । ସେ ସେଠି [[Inns of Court School of Law (Inner Temple)]]ରେ ୨ ବର୍ଷ ଓକିଲାତି କରିଥିଲେ । ୧୯୧୨ ମସିହାରେ ସେ ଭାରତ ଫେରିଥିଲେ ଏବଂ ସେ ଆଲ୍ହାବାଦ ଉଚ ଅଦାଲତରେ ଓକିଲାତି କରିଥିଲେ ।
 
== ଭାରତ ସ୍ଵାଧୀନତାସ୍ବାଧୀନତା ପାଇଁ ସଂଘର୍ଷ (୧୯୧୨-୧୯୪୭)==
===ଅସହଯୋଗ ଆନ୍ଦୋଳନ===
ସେ ୧୯୨୦ରେ ପ୍ରଥମେ ଅସହଯୋଗ ଆନ୍ଦୋଳନରେ ଜଡିତ ହୋଇଥିଲେ। ବିରୋଧୀ ଶାସନିକ କାର୍ଯ୍ୟକଳାପ ପାଇଁ ସେ ୧୯୨୧ରେ ଗିରଫ ହୋଇଥିଲେ ଏବଂ କିଛି ମାସ ପରେ ଖଲାସ ହୋଇଥିଲେ । ଚୌରୀ ଚୌରା ଘଟନା ପରେ ଅସହଯୋଗ ଆନ୍ଦୋଳନରା ସମାପ୍ତି ଘଟିଥିଲା ।