"ନବରାତ୍ରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୨୩ କ ଧାଡ଼ି:
 
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା [[କାଳୀ]] ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ହିନ୍ଦୁ ପରମ୍ପରା ଅନୁଯାୟୀ ବର୍ଷରେ ପାଞ୍ଚଥର (ପୌଷ, ମାଘ, ଚୈତ୍ର, ଆଷାଢ଼ ଓ ଆଶ୍ଵିନଆଶ୍ବିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତ ଋତୁରେ ପାଳିତ ହେଉଥିବା (ଆଶ୍ୱିନ [[ମାସ]] ଶୁକ୍ଳପକ୍ଷ [[ପ୍ରତିପଦ]] ତିଥିରୁ [[ନବମୀ]] ପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
* ପୌଷ ନବରାତ୍ର: ପୌଷ ଶୁକ୍ଳ ଅଷ୍ଟମୀ ତିଥିରୁ [[ପୌଷ ପୂର୍ଣ୍ଣିମା]] ପର୍ଯ୍ୟନ୍ତ । କେବଳ ଏହି ଗୋଟିଏ ନବରାତ୍ର ପ୍ରତିପଦରୁ ଆରମ୍ଭ ନ'ହୋଇ ଅଷ୍ଟମୀରୁ ହୋଇଥାଏ ଓ ସାଧାରଣତଃ ୯ ଦିନ ପରିବର୍ତ୍ତେ ୮ ଦିନ ପାଳନ କରାଯାଇଥାଏ । <ref>{{cite web|title=Banada Ashtami and Shakambari Navaratri|url=http://www.drikpanchang.com/navratri/shakambari/banada-ashtami-date-time.html?year=2016|publisher=DrikPanchang|accessdate=6 January 2015}}</ref>
* ମାଘ ନବରାତ୍ର: ମାଘ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
* ବସନ୍ତ ନବରାତ୍ର: ଚୈତ୍ର ଆଷାଢ଼ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
* ଗୁପ୍ତ ନବରାତ୍ର: ଆଷାଢ଼ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
* ଶରତ ନବରାତ୍ର: ଆଶ୍ଵିନଆଶ୍ବିନ ଶୁକ୍ଳ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ
 
==ଆସନ୍ତା ନବରାତ୍ର ତାରିଖ==
୩୫ କ ଧାଡ଼ି:
* ଚୈତ୍ର ନବରାତ୍ର/ବସନ୍ତ ନବରାତ୍ର/ରାମ ନବରାତ୍ର: ୨୧ ମାର୍ଚ୍ଚ ୨୦୧୫ (ଶନିବାର) - ୨୯ ମାର୍ଚ୍ଚ (ରବିବାର)
* ଆଷାଢ଼ ନବରାତ୍ର/ଗୁପ୍ତ ନବରାତ୍ର: ୧୭ ଜୁଲାଇ (ଶୁକ୍ରବାର) - ୨୬ ଜୁଲାଇ (ରବିବାର)
* ଆଶ୍ଵିନଆଶ୍ବିନ ନବରାତ୍ର/ଶାରଦୀୟ ନବରାତ୍ର/ମହା ନବରାତ୍ର: ୧୩ ଅକ୍ଟୋବର (ମଙ୍ଗଳବାର) - ୨୩ ଅକ୍ଟୋବର (ଶୁକ୍ରବାର)
===୨୦୧୬===
* ପୌଷ ନବରାତ୍ର/ଶାକମ୍ବରୀ ନବରାତ୍ର: ୧୭ ଜାନୁଆରୀ (ରବିବାର)- ୨୪ ଜାନୁଆରୀ (ରବିବାର)
୪୧ କ ଧାଡ଼ି:
* ଚୈତ୍ର ନବରାତ୍ର/ବସନ୍ତ ନବରାତ୍ର/ରାମ ନବରାତ୍ର: ୮ ଅପ୍ରେଲ (ଶୁକ୍ରବାର) - ୧୬ ଅପ୍ରେଲ (ଶନିବାର)
* ଆଷାଢ଼ ନବରାତ୍ର/ଗୁପ୍ତ ନବରାତ୍ର: ୫ ଜୁଲାଇ (ମଙ୍ଗଳବାର) - ୧୪ ଜୁଲାଇ (ଗୁରୁବାର)
* ଆଶ୍ଵିନଆଶ୍ବିନ ନବରାତ୍ର/ଶାରଦୀୟ ନବରାତ୍ର/ମହା ନବରାତ୍ର: ୨ ଅକ୍ଟୋବର (ରବିବାର) - ୧୧ ଅକ୍ଟୋବର (ମଙ୍ଗଳବାର)
<!-- ===୨୦୧୭===
* ପୌଷ ନବରାତ୍ର/ଶାକମ୍ବରୀ ନବରାତ୍ର:
୪୭ କ ଧାଡ଼ି:
* ଚୈତ୍ର ନବରାତ୍ର/ବସନ୍ତ ନବରାତ୍ର/ରାମ ନବରାତ୍ର:
* ଆଷାଢ଼ ନବରାତ୍ର/ଗୁପ୍ତ ନବରାତ୍ର:
* ଆଶ୍ଵିନଆଶ୍ବିନ ନବରାତ୍ର/ଶାରଦୀୟ ନବରାତ୍ର/ମହା ନବରାତ୍ର:
-->
== ଦୁର୍ଗା ==
୫୫ କ ଧାଡ଼ି:
ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।
=== ନବଦୁର୍ଗା ===
'''ଶୈଳପୁତ୍ରୀ''': ଆଦିଶକ୍ତିର ପ୍ରଥମ ସ୍ଵରୂପାସ୍ବରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ । ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନାଦ୍ଵାରାପ୍ରାର୍ଥନାଦ୍ବାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ । ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି ।
'''ବ୍ରହ୍ମଚାରିଣୀ''': ବ୍ରହ୍ମଚାରିଣୀ ସ୍ଵରୂପରେସ୍ବରୂପରେ ନବରାତ୍ରର ଦ୍ଵିତୀୟଦ୍ବିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ । ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ । ଭକ୍ତ ନିଜ ମନକୁ ସ୍ଵାଧିଷ୍ଠାନସ୍ବାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି ।
 
'''ଚିତ୍ରଘଣ୍ଟା''': ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ । ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।
୬୭ କ ଧାଡ଼ି:
'''କାତ୍ୟାୟନୀ''': ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା
 
'''କାଳରାତ୍ରୀ''': ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ଵରୂପରେସ୍ବରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ । ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ଼୍‌ଗ ଧାରଣ କରିଥାନ୍ତି ।
 
'''ମହାଗୌରୀ''': ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ସୌମ୍ୟ ରୂପ । ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ଵେତବସ୍ତ୍ରଶ୍ବେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି ।
 
'''ସିଦ୍ଧିଦାତ୍ରୀ''': ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ଵରୂପରେସ୍ବରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। (କେତେକ ଧର୍ମଗ୍ରନ୍ଥରେ ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି।) ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ ।
 
== ପୂଜାବିଧି ==
ନବରାତ୍ର ପୂଜା ନିମନ୍ତେ ପ୍ରଥମେ ପୂଜାବେଦୀରେ ଘଟ ସ୍ଥାପନ କରି ଦେବୀଙ୍କୁ ଆବାହନ କରାଯାଏ । ଧାନ କିମ୍ବା ଗହମ ଉପରେ ସ୍ଥାପନ କରାଯାଇଥିବା ଘଟରେ ଦେବୀ ଦୁର୍ଗାଙ୍କ ଛବି କିମ୍ବା ସ୍ଵସ୍ତିକସ୍ବସ୍ତିକ ଚିହ୍ନ ଅଙ୍କନ କରାଯାଏ । ନଅ ଦିନ ପର୍ଯ୍ୟନ୍ତ ପୂଜା ହୋଇ ଶେଷ ଦିନ ଘଟକୁ ବିସର୍ଜନ କରାଯାଏ । ଅଷ୍ଟମୀ ବା ନବମୀ ଦିନ ଦଶ ବର୍ଷ ବୟସରୁ ଉଣା ବୟସର ୯ଜଣ କୁମାରୀଙ୍କୁ ଦୁର୍ଗାଙ୍କ ନଅଗୋଟି ମୂର୍ତ୍ତି, ଯଥା: କୁମାରୀ (କୁମାରିକା), ତ୍ରିମୂର୍ତ୍ତିନୀ (ତ୍ରିମୂର୍ତ୍ତି), କଲ୍ୟାଣୀ (କଳହାଣି), ରୋହିଣୀ, କାଳୀ, ଚଣ୍ଡିକା, ଶଂଭବୀ (ଶାମ୍ଭବୀ), ଦୁର୍ଗା ଓ ସୁଭଦ୍ରା ରୂପେ କଳ୍ପନା କରି ଭୋଜନ ଦିଆଯାଏ। <ref>ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃ:୪୧୩୭</ref>
 
== ଗ୍ୟାଲେରି ==
"https://or.wikipedia.org/wiki/ନବରାତ୍ରୀ"ରୁ ଅଣାଯାଇଅଛି