"ପଠାଣି ପଟ୍ଟନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୩୦ କ ଧାଡ଼ି:
 
==ଜୀବନୀ==
ପଠାଣି ପଟ୍ଟନାୟକ, [[ପୁରୀ]]ରେ ନିଜ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଶିକ୍ଷା ସମାପ୍ତକରି, [[ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ । ୧୯୫୪ ମସିହାରୁ [[କଟକ]]ର [[ଖ୍ରୀଷ୍ଟ ମହାବିଦ୍ୟାଳୟ]]ରୁ ଅଧ୍ୟାପନା ବୃତ୍ତି ଆରମ୍ଭକରି ୧୯୮୨ମସିହା ପର୍ଯ୍ୟନ୍ତ ଅଧ୍ୟାପକ ଓ ୧୯୮୨ରୁ ୧୯୮୮ ପର୍ଯ୍ୟନ୍ତ ସେହି ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ଦାୟିତ୍ଵଦାୟିତ୍ବ ତୁଲାଇଥିଲେ ।<ref>http://www.odisha.com/2010/december/21/fullstory/award.html</ref> ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
୨୦୧୭ ମସିହା ଫେବୃଆରୀ ୪ତାରିଖ ଦିନ ପଠାଣି, କଟକସ୍ଥିତ ନିଜ ବାସଭବନରେ ମୃତ୍ୟୁ ବରଣ କରିଥିଲେ ।<ref>http://www.odishanewsinsight.com/odisha/eminent-odia-litterateur-pathani-patnaik-passes-away-89/</ref>
==ସାହିତ୍ୟ କୃତି==