"ପର୍ଶୁରାମେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧ କ ଧାଡ଼ି:
{{Infobox Hindu temple
|name = ପର୍ଶୁରାମେଶ୍ଵରପର୍ଶୁରାମେଶ୍ବର ମନ୍ଦିର
|image = Parasurameswar temple with linga.jpg
|caption = Image of the temple showing the tower and worship hall in the foreground
୩୯ କ ଧାଡ଼ି:
}}
 
ପର୍ଶୁରାମେଶ୍ଵରପର୍ଶୁରାମେଶ୍ବର ମନ୍ଦିର [[ଓଡ଼ିଶା|ଓଡ଼ିଶାର]] [[ଭୁବନେଶ୍ୱର|ଭୁବନେଶ୍ୱରରେ]] ଥିବା ଏକ ହିନ୍ଦୁ ମନ୍ଦିର, ଯାହା ଓଡ଼ିଶାର ସବୁଠୁ ପୁରୁଣା ମନ୍ଦିର ମଧ୍ୟରୁ ଗୋଟିଏ । ଏହା ସବୁଠୁ ଭଲ ଭାବେ ସରଂକ୍ଷିତ ହୋଇଥିବା ଏକ ପୁରୁଣା ଉତ୍କଳୀୟ ମନ୍ଦିର ଏବଂ ଏହାର ନିର୍ମାଣ ଖ୍ରୀ.ଅ.୭ମରୁ ୮ମ ଶତାବ୍ଦୀ ମଧ୍ୟରେ [[ଶୈଳୋଦଭବ]] କାଳରେ ହୋଇଥିଲା । ଏହି ମନ୍ଦିରଟି ଭଗବାନ ଶିବଙ୍କୁ ସମର୍ପିତ । [[ନଗର]] ଶୈଳୀର ଏହି ମନ୍ଦିରଟି ଖ୍ରୀ.ଅ. ୬୫୦ରେ ନିର୍ମିତ ହୋଇଥିବାର ଅନୁମାନ କରାଯାଏ, ତଥା ଏହି ମନ୍ଦିର ୧୦ମ ଶତାବ୍ଦୀ ପୂର୍ବରୁ ଓଡ଼ିଶାରେ ହୋଇଥିବା ମନ୍ଦିର ସମୂହର ସମସ୍ତ ବିଶେଷତ୍ୱ ବହନ କରେ ।
 
ପର୍ଶୁରାମେଶ୍ୱର ମନ୍ଦିରରେ ବିମାନ, ଗର୍ଭଗୃହ ବ୍ୟତୀତ ଏକ ବାଡ଼ ରହିଛି । ଏହି ମନ୍ଦିରରେ ଜଗମୋହନ କୁହାଯାଉଥିବା ଏକ ବିଶେଷ ଅଂଶ ଦେଖିବାକୁ ମିଳେ, ଯାହା ପୂର୍ବବର୍ତ୍ତୀ ମନ୍ଦିର ସମୂହରେ ନଥିଲା । ଶୈବ ମନ୍ଦିର ହୋଇଥିବା ସତ୍ତ୍ୱେ ଏଠାରେ ସାଧାରଣତଃ ଶାକ୍ତ ମନ୍ଦିର ମାନଙ୍କରେ ଦେଖିବାକୁ ମିଳୁଥିବା ଅନେକ ମୂର୍ତ୍ତୀ ରହିଛି । [[ସପ୍ତମାତୃକା|ସପ୍ତମାତୃକାଙ୍କ]] ମୂର୍ତ୍ତି ସ୍ଥାନ ପାଇବାରେ ଏହା ହେଉଛି ଭୁବନେଶ୍ୱରରେ ଥିବା ପ୍ରଥମ ମନ୍ଦିର । ଏହି ମନ୍ଦିରଟି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗଦ୍ଵାରାବିଭାଗଦ୍ବାରା ସରଂକ୍ଷିତ । ଜୁନ-ଜୁଲାଇ ମାସରେ ପାଳିତ ପର୍ଶୁରାମାଷ୍ଟମୀ ଏହି ମନ୍ଦିରରେ ହେଉଥିବା ସର୍ବ ପ୍ରଧାନ ପର୍ବ । ଏହା ଏକ ମୁଖ୍ୟ ପର୍ଯ୍ୟଟନ ସ୍ଥଳୀ ଭାବେ ବିବେଚିତ ହୁଏ । <ref>{{cite book|title=India through the ages|last=Gopal|first=Madan|year= 1990| page= 175|editor=K.S. Gautam|publisher=Publication Division, Ministry of Information and Broadcasting, Government of India}}</ref>
 
== ଇତିହାସ ==