"ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ତିଆରି ଚାଲିଛି କଢ଼ାଗଲା
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧ କ ଧାଡ଼ି:
{{ଛୋଟ|Biological classification}}
{{Biological classification}}
'''ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ''' ହେଉଛି [[ଜୀବ]] ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରାଲକ୍ଷଣଦ୍ବାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ :
୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ ।
୨. ପ୍ରାକ୍‌ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ ।