"ବୀଣାପାଣି ମହାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୪୩ କ ଧାଡ଼ି:
 
== ସାହିତ୍ୟ ସର୍ଜନା ==
ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" [[ପ୍ରଜାତନ୍ତ୍ର]] ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ଵୀକୃତିସ୍ବୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । "ନାଉଗଛ" ଗଳ୍ପଟି [[ବାଲେଶ୍ଵରବାଲେଶ୍ବର]] କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି [[ଭୁବନେଶ୍ଵରଭୁବନେଶ୍ବର]]ର ରସୁଲଗଡ଼ ଛକରେ ବସରେ ଯୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।
== ରଚନାବଳୀ ==
{{Multicol}}
୭୭ କ ଧାଡ଼ି:
=== ଉପନ୍ୟାସ ===
* ସୀତାର ଶୋଣିତ
* ମନସ୍ବିନୀ
* ମନସ୍ଵିନୀ
* କୁନ୍ତି କୁନ୍ତଳା ଶକୁନ୍ତଳା
=== ଆତ୍ମଜୀବନୀ ===