"ଭୀମ ଭୋଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୨୭ କ ଧାଡ଼ି:
[[ଫାଇଲ:Bhima Bhoi Odia poet.jpg|thumb|left|ଭୀମ ଭୋଇ ।]]
[[File:Bhima Bhoi memorial, Khaliapali temple.jpg|thumb|ଭୀମ ଭୋଇଙ୍କ ସମାଧୀ ପୀଠ, ଖଲିଆପାଲି, [[ସୋନପୁର|ସୁବର୍ଣ୍ଣପୁର]]]]
ଭୀମ ଭୋଇ କନ୍ଧ ସମ୍ପ୍ରଦାୟର ଏକ ପରିବାରରେ [[ଓଡ଼ିଶା]]ର [[ସୁବର୍ଣ୍ଣପୁର ଜିଲ୍ଲା]]ର [[ସୁବଳୟା]]ରେ (ଆଗରୁ [[ରେଢ଼ାଖୋଲ]], [[ସମ୍ବଲପୁର ଜିଲ୍ଲା|ସମ୍ବଲପୁର]]) ଜନ୍ମଗ୍ରହଣ କରିଥିଲେ । ବସନ୍ତ ରୋଗରେ ପୀଡିତହୋଇ ସେ ବାଲ୍ୟାବସ୍ଥାରେ ନିଜର ଦୃଷ୍ଟିଶକ୍ତି ହରାଇଥିଲେ । ସମ୍ପୂର୍ଣ୍ଣ ନିରକ୍ଷର ଥିବା ଯୋଗୁଁ ଅନ୍ୟାନ୍ୟ କବିମାନଙ୍କ ରଚନା ତାଙ୍କୁ ପ୍ରଭାବିତ କରିପାରିନଥିଲା । ସେ ନିଜର ସହଜାତ ପ୍ରତିଭା ବଳରେ ହିଁ ଏକ ସ୍ଵତନ୍ତ୍ରସ୍ବତନ୍ତ୍ର ଶୈଳୀରେ ସମଗ୍ର କବିତାବଳୀ ରଚନା କରିଛନ୍ତି । ସେ ସମୟରେ ଅନ୍ୟାନ୍ୟ କବିମାନଙ୍କଦ୍ଵାରାକବିମାନଙ୍କଦ୍ବାରା ତରୁଣ ତରୁଣୀଙ୍କ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଇତ୍ୟାଦି ବିଷୟରେ କବିତାମାନ ରଚିତ ହୋଇଥିବା ବେଳେ ଭୀମ ଭୋଇଙ୍କ ରଚନା ସମାଜକୁ ଏକ ନୂତନ ବାର୍ତ୍ତା ପ୍ରଦାନ କରିଥିଲା । ତାଙ୍କର ଭଜନ, ଜଣାଣ ଓ ଗୀତ ମାଧ୍ୟମରେ ସେ ମହିମା ଧର୍ମର ପ୍ରଚାର କରି ନିକଟ ଭବିଷ୍ୟତରେ ଏକ ସ୍ଵଚ୍ଛସ୍ବଚ୍ଛ, ସୁନ୍ଦର ଏବଂ ସତ୍ୟନିଷ୍ଠ ସମାଜର ପ୍ରତିଷ୍ଠା ନିମନ୍ତେ ପ୍ରାର୍ଥନା କରିଛନ୍ତି । ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁ ଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କ ରଚନା ଅନୁଯାୟୀ କୌଣସି ଏକ ମହିମା ଗୋସାଇଁ ତାଙ୍କୁ ମହିମା ଧର୍ମ ବା ଅଲେଖ ଧର୍ମର ପ୍ରଚାର କରିବାପାଇଁ ଆଦେଶ ଦେଇଥିଲେ । ମହିମା ଗୋସାଇଁଙ୍କଦ୍ଵାରାଗୋସାଇଁଙ୍କଦ୍ବାରା ଅନୁପ୍ରାଣିତ ହୋଇ ସେ ଖଲିଆପାଲିଠାରେ ସତ୍ୟ ମହିମା ଧର୍ମର ବିକାଶରେ ମୁଖ୍ୟ ଭୂମିକା ନିଭାଇଥିଲେ ।
{{Rquote|right|ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେବା ସହୁ ।</br>ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ|ସନ୍ଥକବି ଭୀମଭୋଇ|ବାଣୀ}}
{{wikisource author|ଭୀମ ଭୋଇ}}
"https://or.wikipedia.org/wiki/ଭୀମ_ଭୋଇ"ରୁ ଅଣାଯାଇଅଛି